ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟ ନାଁରେ ଲାଗିଲା ଏନ୍ଏସ୍ଏ
ଭୁବନେଶ୍ଵର : ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟଙ୍କ ନାମରେ ଜାତୀୟ ନିରାପତ୍ତା ଆଇନ (ଏନ୍ଏସ୍ଏ )ଲାଗୁ। ଦାଦାବଟି ଆଦାୟ ଓ ସାଧାରଣରେ ଆତଙ୍କ ସୃଷ୍ଟି ପାଇଁ ଲାଗିଲା ଏନ୍ଏସ୍ଏ। ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟଙ୍କ ନାମରେ ଏନ୍ଏସ୍ଏ ଲାଗୁ ପାଇଁ ନିର୍ଦେଶ ଦେଇଛନ୍ତି ପୁଲିସ କମିଶନର ସୁଧାଂଶୁ!-->…