ରବିବାର ଦିନ ପ୍ରକାଶ ପାଇବ ଆଇପିଏଲ୍ ୨୦୨୦ ସମୟ ସୂଚୀ: ଅଧ୍ୟକ୍ଷ ବ୍ରଜେଶ ପଟେଲ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ଦୁବାଇ ୦୫/୦୯ : ରବିବାର ଦିନ ‘ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍’ର ୧୩ଶ ସଂସ୍କରଣ ପ୍ରକାଶ ପାଇବ ବୋଲି ଅଧ୍ୟକ୍ଷ ବ୍ରଜେଶ ପଟେଲ୍ ସୁନିଶ୍ଚିତ କରି କହିଛନ୍ତି।
ସେପ୍ଟେମ୍ବର ୧୯ ତାରିଖରୁ ୟୁନାଇଟେଡ୍ ଆରବ ଏମିରେଟ୍ସ୍ ଏହି ଅର୍ଥ-ସମୃଦ୍ଧ ଲିଗ୍ ଆରମ୍ଭ ହେବାକୁ ଧାର୍ଯ୍ୟ!-->!-->!-->…