‘ଅବଢ଼ା’ ଯୋଜନାରେ ନିର୍ମାଣ ହେବ ଧର୍ମଶାଳା, ମାତ୍ର ୧୦୦ ଟଙ୍କାରେ ପୁରୀରେ ରହିପାରିବେ ଭକ୍ତ
ପୁରୀ : ଏଣିକି ମାତ୍ର ୧୦୦ ଟଙ୍କା ମଧ୍ୟରେ ପୁରୀରେ ରହଣୀର ସୁବିଧା ପାଇପାରିବେ ଶ୍ରଦ୍ଧାଳୁ ।ପୁରୀକୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଯାଉଥିବା ଭକ୍ତଙ୍କୁ ରହିବାକୁ ଏଣିକି ଆଉ କୌଣସି ଅସୁବିଧା ହେବ ନାହିଁ କିମ୍ବା କୋଣସି ହୋଟେଲରେ ଅଧିକ ଦର ଦେଇ ରହିବାକୁ ପଡିବନି । ଏଣିକି ମାତ୍ର ଶହେ!-->…