ଦେଶରେ ପ୍ରଥମ: ଦିଲ୍ଲୀରେ ଗଡ଼ିଲା ଚାଳକ ବିହୀନ ଟ୍ରେନ, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଦେଶରେ ପ୍ରଥମ କରି ରାଜଧାନୀ ନୂଆଦିଲ୍ଲୀରେ ଗଡ଼ିଛି ଚାଳକ ବିହୀନ ଟ୍ରେନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ପୂର୍ବାହ୍ନରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ସବୁଜ ପତାକା ଦେଖାଇ ଏହି ସେବାର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ ଦିଲ୍ଲୀ ମେଟ୍ରୋର ମାଜେଣ୍ଟା ଲାଇନ (ଜନକପୁରୀ!-->…