ନେତାଜୀଙ୍କ ଜନ୍ମଦିନକୁ “ପରାକ୍ରମ ଦିବସ” ଭାବେ ପାଳନ କରାଯିବା ପାଇଁ ନିଷ୍ପତ୍ତି
ନୂଆଦିଲ୍ଲୀ: ସ୍ୱାଧୀନତା ସଂଗ୍ରାମୀ ତଥା ଆଜାଦ ହିନ୍ଦ ଫୌଜର ପ୍ରତିଷ୍ଠାତା ନତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମଦିନ ପାଳନ କରିବାକୁ ମଙ୍ଗଳବାର କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ନତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମଦିନ ପ୍ରତିବର୍ଷ ଜାନୁଆରୀ ୨୩କୁ ସରକାର ’ପରାକ୍ରମ ଦିବସ’!-->…