ବଲିଉଡ୍ର ଭେଟେରନା ଅଭିନେତା ସଞ୍ଜୟ ଦତ୍ତ ଲୀଳବାତୀ ହସ୍ପିଟାଲ୍ରେ ଭର୍ତ୍ତି
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୮/୦୮: ବଲିଉଡ୍ର ଭେଟେରନା ଅଭିନେତା ତଥା ଦର୍ଶକଙ୍କ ସଞ୍ଜୁ ବାବା ସଞ୍ଜୟ ଦତ୍ତ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ନିଶ୍ୱାସ-ପ୍ରଶ୍ୱାସ ନେବାର କଷ୍ଟ ଓ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ମୁମ୍ବାଇର ଲୀଳବାତୀ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।!-->…