Browsing Tag

chief reporter

ଆଫଗାନିସ୍ତାନରେ ତାଲିବାନ ଶାସନକୁ ଚୀନ, ପାକିସ୍ତାନର ସମର୍ଥନ

କାବୁଲ : ଆଫଗାନିସ୍ତାନ ତାଲିବାନ ଅଧିନକୁ ଆସିବା ପରେ ପ୍ରଥମ ଦେଶ ଭାବେ ଚୀନ ଓ ପାକିସ୍ତାନ ଏହାକୁ ସ୍ବୀକୃତି ପ୍ରଦାନ କରିଛନ୍ତି । ଏହି ଦୁଇ ଦେଶ ହିଁ ତାଲିବାନକୁ ଗୋପନରେ ଅସ୍ତ୍ରଶସ୍ତ୍ର ଓ ଅନ୍ୟାନ୍ୟ ସହାୟତା ଦେଉଥିବା ପୂର୍ବରୁ ଅଭିଯୋଗ ହୋଇଆସୁଥିଲା । ଏବେ ତାଲିବାନକୁ ଖୋଲାଖୋଲି

ଓଡ଼ିଶାର ୨ ଯବାନଙ୍କୁ ଶୌର୍ଯ୍ୟଚକ୍ର, ଓଡ଼ିଶା ପାଇଁ ଗର୍ବର ମୁହୂର୍ତ୍ତ:ପୁଲିସ ମହାନିର୍ଦେଶକ

ଭୁବନେଶ୍ବର ୧୪/୦୮/୨୦୨୧ କଳିଙ୍ଗ ଜ୍ଯୋତି: ଓଡ଼ିଶାର ୨ ଯବାନଙ୍କୁ ମରଣୋତ୍ତର ଶୌର୍ଯ୍ୟ ଚକ୍ର ସମ୍ମାନ। ସହିଦ ୨ ଏସଓଜି ଯବାନଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନ। କମାଣ୍ଡୋ ସୁଧୀର ଟୁଡୁ ଓ ଦେବାଶିଷ ସେଠୀଙ୍କୁ ଶୌର୍ଯ୍ୟଚକ୍ର। ସାହାସିକତା ଓ ବୀରତ୍ବ ପାଇଁ ୨ ସହିଦଙ୍କୁ ମିଳିବ ଶୌର୍ଯ୍ୟଚକ୍ର ସମ୍ମାନ।

କରୋନାର ଅନ୍ତ ଘଟିନାହିଁ, ସାବଧାନତା ଜରୁରୀ: ରାଷ୍ଟ୍ରପତି

ଦେଶବାସୀଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସମ୍ବୋଧନ ନୂଆଦିଲ୍ଲୀ ୧୪/୦୮/୨୦୨୧ କଳିଙ୍ଗ ଜ୍ଯୋତି : ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିଛନ୍ତି

ସ୍ଵର୍ଗଦ୍ଵାରରୁ ହଟିଲା କଟକଣା, ଶବ ସତ୍କାର ପାଇଁ ମିଳିଲା ଅନୁମତି

ପୁରୀ ୧୪/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଦୀର୍ଘ ଦିନ ପରେ ପୁରୀ ସ୍ଵର୍ଗଦ୍ଵାରରୁ ହଟିଲା କଟକଣା। ସ୍ଵର୍ଗଦ୍ଵାରରେ ଶବ ସତ୍କାର ପାଇଁ ମିଳିଲା ଅନୁମତି। ଏଣିକି ସ୍ଵର୍ଗଦ୍ଵାରରେ ପୁରୀ ଜିଲ୍ଲା ତଥା ଜିଲ୍ଲା ବାହାରର ଲୋକେ ଆସି ଶବ ସତ୍କାର କରିପାରିବେ। ଅଗଷ୍ଟ ୧୬ ତାରିଖରୁ ସ୍ଵର୍ଗଦ୍ଵାରରେ ଶବ

କାଳିଆ ଯିବା ପରେ ଜଗାକୁ ମିଳିଲା ଭଉଣୀ ସୁଭଦ୍ରା

କନ୍ଧମାଳ ୧୪/୦୮/୨୧ କଳିଙ୍ଗ ଜ୍ୟୋତି : ବହୁ ଚର୍ଚିତ ଯୋଡ଼ା ମୁଣ୍ଡ ଜଗା କାଳିଆ ଘଟଣା ରେ କାଳିଆର ଦେହାନ୍ତ ପରେ ଏବେ କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଗା ସହ ତାଙ୍କ ବାପା ମା ରହି ଆସୁଛନ୍ତି । କିନ୍ତୁ ଗତ ସାତ ତାରିଖ ଶନିବାର ଦିନ ଜଗାକୁ ମିଳିଛି ଭଉଣୀ । କାଳିଆ ଯିବା ପରେ

ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା, ସତର୍କ ସୂଚନା ଜାରି କଲେ ଏସ୍‌ଆରସି

ଭୁବନେଶ୍ୱର ୧୪/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ୧୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତାହାକୁ ନଜରରେ ରଖି ଏସ୍‌ଆରସିଙ୍କ ପକ୍ଷରୁ

ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ: କଳାରେ ପାସ୍ ହାର ୯୮.୫୮ %

ଭୁବନେଶ୍ବର ୧୪/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ଦିନ ଗୋଟାଏ ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ପ୍ରକାଶ ପାଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ

ସେପ୍ଟେମ୍ବର ୬ରୁ ହେବ ଓଜେଇ

ଭୁବନେଶ୍ୱର ୧୩/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଆସନ୍ତା ସେପ୍ଟେମ୍ୱର ୬ରୁ ଆରମ୍ଭ ହେବ ଏବଂ ଏହା ସେପ୍ଟେମ୍ୱର ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। କୋଭିଡ ଗାଇଡଲାଇନ ମାନି ପ୍ରତିଦିନ ୩ଟି ସିଫ୍ଟରେ କମ୍ପ୍ୟୁଟ୍‌ର ବେସଡ୍‌ ଟେଷ୍ଟ(ସିବିଟି) ପରୀକ୍ଷା ହେବ

ଶନିବାର ପ୍ରକାଶ ପାଇଁ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ୱର ୧୩/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଆସନ୍ତା କାଲି ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ସିଏଚଏସଇ ୱେସାଇଟ ରେଟ୍ ପରୀକ୍ଷା ରେଜଲ୍ଟ 

ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୩/୦୮/୨୦୨୧ କଳିଙ୍ଗ ଜ୍ଯୋତି : ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ । ରାଜ୍ୟର ଲକ୍ଷାଧିକ ଲୋକ
error: Content is protected !!
Open chat