Browsing Tag

chief reporter

ଆସନ୍ତା କାଲିଠୁ ଅଫଲାଇନ୍‍ ମାଟ୍ରିକ୍‍ ପରୀକ୍ଷା

କଟକ ୨୯/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ଼ ପକ୍ଷରୁ ଆସନ୍ତାକାଲିଠାରୁ ଅଫଲାଇନ୍‍ ମାଧ୍ୟମରେ ଚଳିତ ବର୍ଷର ମାଟ୍ରିକ୍‍ ପରୀକ୍ଷା ଆରମ୍ଭ ହେବ। କୋଭିଡ୍‍ ନିୟମ ପାଳନ ସହ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଆସନ୍ତାକାଲିଠାରୁ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା

ବସବରାଜ ବୋମ୍ମଇ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ / ବେଙ୍ଗାଲୁରୁ ୨୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : କର୍ଣ୍ଣାଟକକୁ ଆଜି ନୂଆ ମୁଖ୍ୟମନ୍ତ୍ରୀ ମିଳି ଯାଇଛି । ବିଏସ୍ ୟେଦିୟୁରପ୍ପା ସୋମବାର ନିଜ ପଦରୁ ଇସ୍ତଫା ଦେଇଥିଲେ , ଏହାପରେ ଆଜି ବେଙ୍ଗାଲୁରୁରେ ବିଜେପି ବିଧାୟକ ଦଳର ବସବରାଜ ବୋମ୍ମଇଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ

ରାଉରକେଲାରେ ଶିଶୁ ବିକ୍ରି ରାକେଟର ଫେରାର କିଙ୍ଗପିନ ଓ ସହଯୋଗୀଙ୍କୁ ଧରିଲା ପୁଲିସ୍

ରାଉରକେଲା ୨୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ସ୍ମାର୍ଟ‌ ସିଟି ରାଉରକେଲାରେ ଶିଶୁ ବିକ୍ରି ରାକେଟର ଫେରାର କିଙ୍ଗପିନ ସଙ୍ଗୀତା ଅଗ୍ରୱାଲଙ୍କ ସ୍ୱାମୀ ଜିତେନ୍ଦ୍ର ଅଗ୍ରୱାଲ ଓ ସହଯୋଗୀଙ୍କୁ ଜାଲ ବିଛାଇ ପୁଲିସ କାବୁ କରିଛି। ଏହାଫଳରେ ମୋଟ ଗିରଫ ଲୋକଙ୍କ ସଂଖ୍ୟା ୯ରେ ପହଞ୍ଚିଛି। ଗତକାଲି ଗିରଫ

ଆସାମ-ମିଜୋରାମ ସଂଘର୍ଷ : ହସ୍ତକ୍ଷେପ କଲା କେନ୍ଦ୍ର ଗୃହ ମନ୍ତ୍ରାଳୟ

ଗୁଆହାଟୀ ୨୭/୦୭/୨୦୨୧ କଳିଙ୍ଗ ଜ୍ଯୋତି: ସୀମା ବିବାଦକୁ ନେଇ ଆସାମ ଓ ମିଜୋରାମ ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ କେନ୍ଦ୍ର ଗୃହ ମନ୍ତ୍ରାଳୟ ହସ୍ତକ୍ଷେପ କରିଛି । ଏହି ପ୍ରସଙ୍ଗରେ କେନ୍ଦ୍ର ଗୃହ ସଚିବ ଆସନ୍ତା କାଲି ଅର୍ଥାତ ବୁଧବାରଦିନ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ସହ ବୈଠକ

ଭିକ ମାଗିବା ଉପରେ ବ୍ୟାନ ଲଗାଯାଇପାରିବନାହିଁ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ ୨୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପିଟିସନର ଶୁଣାଣି କରି ସୁପ୍ରିମକୋର୍ଟ ଭିକାରୀଙ୍କ ପୁନର୍ବାସ ଏବଂ ଟିକାକରଣକୁ ନେଇ କେନ୍ଦ୍ର ଏବଂ ଦିଲ୍ଲୀ ସରକାରଙ୍କଠାରୁ ଜବାବ ମାଗିଛନ୍ତି। ଫୁଟପାଥରେ ରହୁଥିବା ଲୋକ ଏବଂ ଭିକାରୀମାନଙ୍କୁ ଟିକାକରଣ ନେଇ କୋର୍ଟରେ ଏକ

ଆସନ୍ତା ୨୬ରୁ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେଇପାରିବେ ୧୦୦ ଅତିଥି, ରାଜଧାନୀରେ କୋହଳ ହେଲା ଅନଲକ

ନୂଆଦିଲ୍ଲୀ ୨୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଜାତୀୟ ରାଜଧାନୀ ଦିଲ୍ଲୀରେ କ୍ରମାଗତ ଭାବେ କରୋନା ମାମଲା ହ୍ରାସ ପାଉଥିବାରୁ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (DDMA) ଜୁଲାଇ ୨୬ ରୁ ଦିଲ୍ଲୀରେ ଅନଲକକୁ କୋହଳ କରିଛି | ନୂତନ ନିର୍ଦ୍ଦେଶ ଅନୁଯାୟୀ, ଜୁଲାଇ ୨୬ ରୁ ସିନେମା ହଲ୍,

ପୁଲିସ ଗୁଳିରେ କୁଖ୍ୟାତ ଅପରାଧୀ ହାଇଦର ମୃତ

ବାଲେଶ୍ୱର/ଭୁବନେଶ୍ବର ୨୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ପୁଲିସ ଏନକାଉଣ୍ଟରରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ମୃତ୍ୟୁ ନେଇ ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମୃତ୍ୟୁଞ୍ଜୟ ମିଶ୍ର ସୂଚନା ଦେଇଛନ୍ତି। ଡା. ମିଶ୍ର କହିଛନ୍ତି ଯେ ବାଲେଶ୍ବର ଡାକ୍ତରଖାନାକୁ ହାଇଦରଙ୍କୁ ଗୁଳିବିଦ୍ଧ

ଟୋକିଓ ଅଲିମ୍ପିକ୍ସ୍‌ ୨୦୨୦ରେ ପ୍ରଥମ ଭାରତୀୟ ଭାବେ ରୌପ୍ୟ ପଦକ ହାସଲ କଲେ ମୀରାବାଈ ଚାନୁ

ନୂଆଦିଲ୍ଲୀ ୨୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଟୋକିଓ ଅଲିମ୍ପିକ୍ସ୍ ୨୦୨୦ର ପ୍ରଥମ ଦିବସରେ ମହିଳା ୪୯ କିଲୋ ଭାରତ୍ତୋଳନ ପ୍ରତିଯୋଗିତାରେ ଶନିବାର ଦିନ ରୌପ୍ୟ ପଦକ ହାସଲ କରି ମୀରାବାଈ ଚାନୁ ପ୍ରଥମ ଭାରତୀୟ ଭାବେ ସ୍ମରଣୀୟ ଗୌରବ ଅର୍ଜନ କରିଛନ୍ତି। ଏହା ମଧ୍ୟ ହେଉଛି ଟୋକିଓ କ୍ରୀଡ଼ାରେ ଭାରତର

ସେପ୍ଟେମ୍ବର ସୁଦ୍ଧା ପିଲାଙ୍କ ନିମନ୍ତେ କୋଭିଡ୍‌ ଟିକା ପ୍ରସ୍ତୁତି ହୋଇପାରେ: ‘ଏମ୍‌ସ୍‌’ ମୁଖ୍ୟ ରଣଦୀପ ଗୁଲେରିଆ

ନୂଆଦିଲ୍ଲୀ ୨୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ସେପ୍ଟେମ୍ବର ସୁଦ୍ଧା ଦେଶରେ ପିଲାମାନଙ୍କ ନିମନ୍ତେ କୋଭିଡ୍‌ ଟିକାକରଣ ଆରମ୍ଭ ହୋଇପାରେ ବୋଲି ‘ଏମ୍‌ସ୍‌’ ମୁଖ୍ୟ ଡାକ୍ତର ରଣଦୀପ ଗୁଲେରିଆ ଆଜି ସକାଳେ ଗଣମାଧ୍ୟମକୁ କହିଛନ୍ତି। ସଂକ୍ରମଣ ଶୃଙ୍ଖଳ ଛିନ୍ନ କରିବାରେ ଏହା ଗୁରୁତ୍ବପୂର୍ଣ୍ଣ

କରୋନାରେ ମୃତ ୧୭ କର୍ମଜୀବୀ ସାମ୍ବାଦିକଙ୍କୁ ୧୫ ଲକ୍ଷ ଟଙ୍କା ଲେଖାଏଁର ଅନୁକମ୍ପାମୂଳକ ସହାୟତା

ଭୁବନେଶ୍ୱର ୨୩/୦୭/୨୦୨୧ କଳିଙ୍ଗ ଜ୍ଯୋତି : ବିଗତ ଦିନରେ କରୋନା ଭାଇରସ ସଂକ୍ରମଣରେ ମୃତ ରାଜ୍ୟର ୧୭ ଜଣ କର୍ମଜୀବୀ ସାମ୍ବାଦିକଙ୍କ ପରିବାରକୁ ରାଜ୍ୟ ସରକାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିଛନ୍ତି । କର୍ମଜୀବୀ ସାମ୍ବାଦିକଙ୍କ ପରିବାରକୁ ଏହି ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ
error: Content is protected !!
Open chat