ଚୀନ୍ ନିଜର ଉପଗ୍ରହ ବିଧ୍ୱଂସୀ ଟେକ୍ନୋଲୋଜି ବିକଶିତ କରିବା ପାଇଁ ଭାରତର ଉପଗ୍ରହ ପ୍ରଣାଳୀ ଉପରେ ଆକ୍ରମଣ କରିଥିଲା
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ :ଉପଗ୍ରହ ବିଧ୍ୱଂସୀ ଟେକ୍ନୋଲୋଜି ବିକଶିତ କରିବା ପାଇଁ ଚୀନ୍ ଗତ କିଛି ବର୍ଷ ଧରି ପ୍ରୟାସ କରିଆସୁଛି । ସିଏ ସନ୍ତର୍ପଣରେ ନିଜର କିଛି ଶତ୍ରୁ ଦେଶ ଉପରେ ଏହାର ପ୍ରୟୋଗ ବି କରୁଛି । ଭାରତର ଉପଗ୍ରହ ଯୋଗାଯୋଗ ପ୍ରଣାଳୀକୁ ବି ସିଏ ଟାର୍ଗେଟ!-->…