‘ମନ କି ବାତ’ରେ ଓଡ଼ିଆ ପୁଅ ତିଆରି କରିଥିବା ‘ଚିଙ୍ଗାରୀ’ ଆପ୍ ବ୍ୟବହାର କରିବାକୁ କହିଲେ ପ୍ରଧାନମନ୍ତ୍ରୀ ମୋଦୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୮: ଆଜି ଦିନ ୧୧ଟାରେ ମନକି ବାତ୍ ଜରିଆରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶବାସୀଙ୍କୁ ଓନମର ଶୁଭେଚ୍ଛା ଜଣାଇ ନିଜର ଅଭିଭାଷଣ ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥି ସହ ଓନମର ମହତ୍ତ୍ବ!-->…