ରାଜ୍ୟରେ ଏଯାଏଁ ୩ କୋଟିରୁ ଅଧିକ ଲୋକ ଟିକାର ପ୍ରଥମ ଡୋଜ ନେଇସାରିଲେଣି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର ୦୮/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଟିକାକରଣରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ରାଜ୍ୟରେ ଏଯାଏଁ ୩ କୋଟିରୁ ଅଧିକ ଲୋକ ଟିକାର ପ୍ରଥମ ଡୋଜ ନେଇସାରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ସୂଚନା ଦେଇଛନ୍ତି। ସେ ଟୁଇଟରରେ ଲେଖିଛନ୍ତି, ଟିକାକରଣରେ!-->…