Browsing Tag

cm navin patnaik

ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ଓଡ଼ିଶାର ଝିଅଙ୍କୁ ସମର୍ଥନ କରନ୍ତୁ : ନବୀନ ପଟ୍ଟନାୟକ

ଭୁବନେଶ୍ବର ୨୨/୦୬/୨୦୨୨ କଳିଙ୍ଗ ଜ୍ୟୋତି : ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ଟ୍ବିଟ୍ ଜରିଆରେ ବିଧାନସଭାର ସମସ୍ତ ସଦସ୍ୟଙ୍କୁ ସମର୍ଥନ କରିବାକୁ ନବୀନ ନିବେଦନ କରିଛନ୍ତି। ଦଳମତ ନିର୍ବିଶେଷରେ…

ସୁନ୍ଦରଗଡ ହେଉଛି ଓଡ଼ିଶାର ବିକାଶର ବତୀଘର:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୧୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ସଦର ବ୍ଲକ୍ ଅନ୍ତର୍ଗତ କୋପସିଂଗା ଓ କୁଡାବଙ୍ଗାଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ଦୁଇଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ…

ଘାରିଲା ଓମିକ୍ରନ୍ ଚିନ୍ତା: ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଶିଶୁଙ୍କ ଚିକିତ୍ସାକୁ ଗୁରୁତ୍ୱ ଭୁବନେଶ୍ୱର ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ସାରା ବିଶ୍ୱରେ ‘ଓମିକ୍ରନ’ ତା’ର ପ୍ରଭାବ ବିସ୍ତାର କରୁଥିବା ବେଳେ ଓଡିଶାରେ ମଧ୍ୟ ୮ଜଣ ଏଥିରେ ଚିହ୍ନଟ ହୋଇ ସାରିଲେଣି। ଆଗାମୀ ସପ୍ତାହ ଗୁଡିକରେ ଏହାର ପ୍ରଭାବ ଆହୁରି ବଢିପାରେ। ତେଣୁ ଆମକୁ ଅଧିକ ସତର୍କ…

ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ବର ୨୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଚଳିତ ଡିସେମ୍ବର ୪ ଓ ୫ ତାରିଖ ଦୁଇ ଦିନ ଧରି ସଂଗଠିତ ହୋଇଥିବା ବାତ୍ୟା ଜୱାଦ ଦ୍ବାରା କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି । ୩୩ ପ୍ରତିଶତ ଫସଲ ନଷ୍ଟ…

ବାତ୍ୟା ‘ୟାସ’ ପ୍ରଭାବିତ କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

କୃଷି ଯାନ୍ତ୍ରିକୀକରଣ ପାଇଁ କୋଡ଼ିଏ କୋଟି ଟଙ୍କାର ରିହାତି ସହାୟତା ଭୁବନେଶ୍ବର ୧୦/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି। ୩୩% ବା ତାଠାରୁ ଅଧିକ ଫସଲ କ୍ଷତି ସହିଥିବା…

୭ଟି ଜିଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ, ସ୍ବାସ୍ଥ୍ୟ ଭିତ୍ତିଭୂମି ପାଇଁ ୨୯.୪୧ କୋଟି ଟଙ୍କାର…

ଭୁବନେଶ୍ବର ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଆଜି ରାଜ୍ୟର ୭ଟି ଜିଲାରେ ୭ଟି ତରଳ ମେଡିକାଲ ଅକ୍‌ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଇ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହାସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା…

କୋଭିଡ଼ ପରିଚାଳନା ପାଇଁ ବିଏମସିକୁ ଆଉ ୨୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଭୁବନେଶ୍ୱରରେ କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆଉ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମସି)କୁ…

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ସହରାଞ୍ଚଳ ଉଠାଦୋକାନୀଙ୍କ ପାଇଁ ୨୬ କୋଟି ୨୯ ଲକ୍ଷ ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ବର ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ସହରାଞ୍ଚଳ ଉଠାଦୋକାନୀଙ୍କ ପାଇଁ ୨୬ କୋଟି ୨୯ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  କୋଭିଡ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି । ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ…

ସହରାଞ୍ଚଳ ବିକାଶରେ ଓଡିଶା ହେବ ରୋଲ ମଡେଲ: ମୁଖ୍ୟମନ୍ତ୍ରୀ

ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଗ୍ରାମବାସୀଙ୍କୁ ପଟ୍ଟା ବଣ୍ଟନ ଭୁବନେଶ୍ବର: ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଆଜି ଭୁବନେଶ୍ବର ଉପକଣ୍ଠର ୪ଟି ଗାଁ ସହଜପୁର, ନାରଗୋଦା, ସିଜୁପୁଟ ଓ ପାଇକରାପୁରର ଗ୍ରାମବାସୀମାନଙ୍କୁ ବିକଶିତ ଅଞ୍ଚଳର ଜମିପଟ୍ଟା ଆବଣ୍ଟନ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୋଭିଡ ମୁକାବିଲା ସମୀକ୍ଷା : ଫୋକସରେ କଟକ-ଖୋର୍ଦ୍ଧା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୪/୦୯: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ କୋଭିଡ ପରିସ୍ଥିତି ସହିତ କୃଷି, ଶିଳ୍ପ, ଭିତ୍ତିଭୂମି ଆଦି ଅର୍ଥନୀତିର ବିଭିନ୍ନ କ୍ଷେତ୍ରର ସମୀକ୍ଷା କରି ଜୀବିକା ସୃଷ୍ଟି ଉପରେ ଗୁରୁତ୍ବାରୋପ କରିଛନ୍ତି। …
error: Content is protected !!
Open chat