Browsing Tag

cm navin patnaik

ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସରେ ଲୋକଙ୍କ ଆଶା, ଆକାଂକ୍ଷା ପୂରଣ କରି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯: ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଆଜି ଲୋକସେବା ଭବନରେ ପାଳିତ ହୋଇଛି । ଭିଡିଓ କନଫରେନ୍ସିଂ ଜରିଆରେ ଏ କାର୍ଯ୍ୟକ୍ରମରେ ସାମିଲ୍‌ ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୌରସଂସ୍ଥା କର୍ତ୍ତୃପକ୍ଷଙ୍କୁ ଆହ୍ୱାନ ଦେଇଛନ୍ତି ଯେ, ଲୋକଙ୍କ ଆଶା ଓ…

ବନ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିଗ୍ରସ୍ତଙ୍କୁ ୫୦ କିଲୋ ଚାଉଳ, ୫୦୦ ଟଙ୍କା ସହାୟତା ଦେବାକୁ ନିର୍ଦେଶ

ମାସ୍କ ଓ ସାମାଜିକ ଦୂରତା ନିୟମ ପାଳନ ପାଇଁ ବନ୍ୟାଦୁର୍ଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯ : ବନ୍ୟା କ୍ଷତିଗ୍ରସ୍ତ ପରିବାରକୁ ୫ କିଲୋ ଲେଖାଏଁ ଚାଉଳ ଓ ୫୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ନିର୍ଦେଶ ଦେଇଛନ୍ତି…

ଜେଇଇ ଓ ନିଟ୍ ପରୀକ୍ଷାର୍ଥୀଙ୍କୁ ସହଯୋଗ ପାଇଁ ବିଧାୟକଙ୍କୁ ନବୀନଙ୍କ ନିର୍ଦ୍ଦେଶ

ପରୀକ୍ଷା ଦେଉଥିବା ସବୁ ପିଲା ଆମ ପରିବାରର, ସେମାନଙ୍କ ସାଥୀରେ ରୁହ: ଦଳୀୟ ସହଯୋଗୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ବିଜୁ ଜନତା ଦଳ ବିଧାୟକମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଭରଚ୍ୟୁଆଲ ପରାମର୍ଶ କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୮: ବିଜୁଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ…

କରୋନା ଯୋଦ୍ଧାଙ୍କ ପିଲାମାନଙ୍କୁ ସ୍କୁଲ ଫି ଛାଡ୍‌ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତାପ ଷଡଙ୍ଗୀଙ୍କ ଚିଠି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୮: ମହାମାରୀ କରୋନା କାରଣରୁ ଲୋକ ମାନଙ୍କର ଜୀବନ ଜୀବିକା ପ୍ରଭାବିତ ହୋଇଥିବାରୁ ଶକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ର ଛାତ୍ରୀ ମାନଙ୍କୁ ଫିସରେ ରିହାତି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ର ମନ୍ତ୍ରୀ…

ନିତି ଆୟୋଗ ରପ୍ତାନି ତତ୍ପରତା ସୂଚୀ ୨୦୨୦ : ଶେଷ୍ଠ ପାଞ୍ଚ ରାଜ୍ୟ ମଧ୍ୟରେ ଓଡ଼ିଶା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୭/୦୮: ପ୍ରକାଶ ପାଇଛି ନୀତି ଆୟୋଗ ‘ରପ୍ତାନି ତତ୍ପରତା ସୂଚୀ ୨୦୨୦’ । ନୀତି ଆୟୋଗ ପକ୍ଷରୁ ପ୍ରସ୍ତୁତ ଏହି ସୂଚୀରେ ଓଡ଼ିଶା ଶୀର୍ଷ ୫ ରାଜ୍ୟ ମଧ୍ୟରେ ସ୍ଥାନ ପାଇଛି। ବ୍ୟବସାୟ, ବାଣିଜ୍ୟ, ଶିଳ୍ପ ଏବଂ ରପ୍ତାନି କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ…

ମର୍ଯ୍ୟାଦାଜନକ ଡିଜେନ୍ ପୁରସ୍କାର -୨୦୨୦ ପାଇଁ ମନୋନୀତ ହେଲା ଓଡ଼ିଶାର କୃଷି ଭବନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୮: ଓଡ଼ିଶାର କୃଷିଭବନ କୋଠାର ଲୋକପ୍ରିୟତା କେବଳ ଭାରତ ନୁହେଁ, ସମଗ୍ର ବିଶ୍ୱରେ ବଢିଚାଲିଛି । ଚଳିତ ବର୍ଷ ଏହି ସ୍ଥାପତ୍ୟଟି ବିଶ୍ୱର ସମ୍ମାନଜନକ ଡିଜେନ ପତ୍ରିକା ଦ୍ୱାରା ଦିଆଯାଉଥିବା ଡିଜେନ ପୁରସ୍କାର ୨୦୨୦ ପାଇଁ ଚୂଡ଼ାନ୍ତ ତାଲିକାରେ ସ୍ଥାନ…

ମୁଖ୍ୟମନ୍ତ୍ରୀଙ୍କ କୋଭିଡ଼ ସ୍ଥିତି ସମୀକ୍ଷା : ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲା ଲାଗି ସ୍ବତନ୍ତ୍ର…

ସପ୍ତାହକ ମଧ୍ୟରେ ଦୈନିକ ପରୀକ୍ଷଣ ସଂଖ୍ୟା ୫୦ହଜାରକୁ ବୃଦ୍ଧି ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୦୯୬ ପରୀକ୍ଷା ଦେଶରେ ସର୍ବାଧିକ ଆସନ୍ତା ସପ୍ତାହରେ କୋରାପୁଟରେ ପ୍ଲାଜମା ବ୍ୟାଙ୍କ ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୮: କୋଭିଡ଼-୧୯ ମୁକାବିଲା ନିମନ୍ତେ ଖୋର୍ଧା, କଟକ,…

“ପଖାଳ” ମୋର ପସନ୍ଦ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୪/୦୮: ଓଡ଼ିଆ ଖାଦ୍ୟକୁ ସ୍ବତନ୍ତ୍ର ପରିଚୟ ଦେବା ସହ ପ୍ରଚାର, ପ୍ରସାର ପାଇଁ ଓଟିଡିସି ଅଣ୍ଟା ଭିଡ଼ିଛି। ‘ଆମ ଘର ଆମ ହାଣ୍ଡିଶାଳ’ ନାମରେ ଚାଲିଥିବା ଏହି ରୋଷେଇ ପ୍ରତିଯୋଗିତା ଆସନ୍ତା ଅଗଷ୍ଟ ୧୫ ତାରିଖରୁ ଦୂରଦର୍ଶ‌ନରେ ପ୍ରସାରିତ ହେବ। ଏହି…

ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟସେବାର ବିକାଶ ନିମନ୍ତେ ସରକାରଙ୍କ “ନିର୍ମଳ” ଯୋଜନା : ୫ ବର୍ଷରେ ଖର୍ଚ ହେବ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୩/୦୮ : ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟସେବାର ବିକାଶ ନିମନ୍ତେ ସରକାର ‘ନିର୍ମଳ’ ଯୋଜନାକୁ ସଂଶୋଧନ କରିଛନ୍ତି ଏବଂ ଏହି ଯୋଜନାରେ ଆଗାମୀ ୫ ବର୍ଷରେ ୧୯୯୮.୧୫ କୋଟି ଟଙ୍କା ବ୍ୟୟ କରିବାକୁ ଯୋଜନା କରିଛନ୍ତି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଗତ ଏ …

ବାଗଚୀ ଦମ୍ପତ୍ତିଙ୍କ ବଦାନ୍ୟତା : ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସୁବ୍ରତ ବାଗ୍‌ଚୀ ଏବଂ ପତ୍ନୀ ସୁସ୍ମିତା…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୧/୦୮ : ବାଗଚୀ ଦମ୍ପତ୍ତିଙ୍କ ବଦାନ୍ୟତା - ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଏବଂ ତାଙ୍କ ପତ୍ନୀ ତଥା ‘ମୋ ସ୍କୁଲ’ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୭.୫୦ କୋଟି ଟଙ୍କା ଦାନ…
error: Content is protected !!
Open chat