ରାଜ୍ୟରେ ମନ୍ଦିର ଖୋଲିବା ନେଇ ମିଳିଲା ସଂକେତ, ମନ୍ଦିର ପ୍ରଶାସନକୁ ଚିଠି ଜାରି କଲେ ସରକାର
ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୦୮-୧୦-୨୦ : ମହାମାରୀ କରୋନା ଭାଇରସ୍ ପାଇଁ ମାସ ମାସ ଧରି ରାଜ୍ୟର ମନ୍ଦିରଗୁଡ଼ିକ ବନ୍ଦ ରହିଥିବା ବେଳେ ମନ୍ଦିର ଖୋଲିବା ନେଇ ସଂକେତ ଦେଇଛନ୍ତି ରାଜ୍ୟ ସରକାର। କିପରି କୋଭିଡ ନିୟମ ମାନି ମନ୍ଦିର ଖୋଲା ଯାଇପାରିବ ପୁରୀ ଶ୍ରୀମନ୍ଦିର!-->…