ଆଇପିଏଲ୍ ଭାଷ୍ୟକାର ତାଲିକାରେ ସାମିଲ ପାଇଁ ମାଞ୍ଜ୍ରେକରଙ୍କ ଅନୁରୋଧ
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୧/୦୮: ଚଳିତ ବର୍ଷ ମାର୍ଚ୍ଚରେ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ସଞ୍ଜୟ ମାଞ୍ଜ୍ରେକରଙ୍କୁ ତା’ର ଭାଷ୍ୟକାର ପ୍ୟାନେଲରୁ ବାଦ୍ ଦେଇଥିଲା ବିସିସିଆଇ। ଭାରତରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବିରୋଧରେ ସୀମିତ ଓଭର ସିରିଜ୍ ପୂର୍ବରୁ ବିସିସିଆଇ ଏପରି!-->…