ସାଂଘାତିକ ସ୍ଥିତିରେ ରାଜଧାନୀ : ୪ ଦିନରେ ସ୍ଥାନୀୟ ସଂକ୍ରମଣ ୨୬%ରୁ ବଢ଼ି ପହଞ୍ଚିଲା ୪୪%ରେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୧/୦୮:ଭୁବନେଶ୍ୱର : ରାଜଧାନୀରେ ସାଂଘାତିକ ପରିସ୍ଥିତିରେ ପହଞ୍ଚିଲାଣି ସ୍ଥାନୀୟ ସଂକ୍ରମଣ। ଗତ ୩ ଦିନର ସ୍ଥାନୀୟ ସଂକ୍ରମଣକୁ ଅନୁଧ୍ୟାନ କଲେ ଏଭଳି ପରିସ୍ଥିତି ଜଳ ଜଳ ହୋଇ ଦେଖାଗଲାଣି। ୨୭ତାରିଖରେ ରାଜଧାନୀରେ ଯେତିକି ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ!-->…