କଟକ ପୁଲିସ୍ର ପ୍ରଥମ କରୋନା ମୃତ୍ୟୁ : ଆଖି ବୁଜିଲେ କନଷ୍ଟେବଳ ଦିବାକର ସେଠୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୦୭/୦୯: ପ୍ରଥମ ଥର ପାଇଁ କଟକ କମିସନରେଟ୍ ପୁୁଲିସ୍ରେ ମୁଣ୍ଡ ନେଇଛି କରୋନା । କଟକରେ କରୋନା ମୁକାବିଲାରେ ନିୟୋଜିତ ଲାଲବାଗ ଥାନା କନେଷ୍ଟବଳ ଦିବାକର ସେଠୀ (୫୦) ଶେଷରେ କରୋନା ସଂକ୍ରମଣରେ ଆଖି ବୁଜିଛନ୍ତି । କରୋନା ଯୋଦ୍ଧା ଦିବାକର ସଂକ୍ରମିତ ହେବା ପରେ!-->…