ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି: ଜନସ୍ୱାସ୍ଥ୍ୟ ନିର୍ଦେଶକ
ଭୁବନେଶ୍ବର ୨୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ସଂକ୍ରମଣ ଅପାତତଃ ଭାବେ ସ୍ଥିର ରହିଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମେ ଯେଉଁ ଗତିରେ ସଂକ୍ରମଣ ବଢ଼ୁଥିଲା ସେଥିରେ କମ ଆସିଛି, କେସ ଡବଲିଙ୍ଗ କମିଛି।ଏବେ ରାଜ୍ୟରେ ୮୮ ହଜାର ଆକ୍ଟିଭ କେସ!-->…