କୋଭିଡ ସଂକ୍ରମିତ ଥିଲେ ବି କରିହେବ ଅସ୍ତ୍ରୋପଚାର
ନୂଆଦିଲ୍ଲୀ ୦୩/୦୨/୨୦୨୨ କଳିଙ୍ଗ ଜ୍ୟୋତି : କୋଭିଡ ପଜିଟିଭ ଥିଲେ ବି ଜରୁରୀ ଅସ୍ତ୍ରୋପଚାର କରାଯାଇପାରିବ। ପୂର୍ବରୁ ଏ ନେଇ ବାରଣ ଥିଲା। ନୂଆ ଗବେଷଣା ଅନୁସାରେ ଅନୁମତି ଦିଆଯାଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରାଳୟ ଯୁଗ୍ମ ସଚିବ ଲବ ଅଗ୍ରୱାଲା ସୂଚନା ଦେଇଛନ୍ତି। ଅଖିଳ ଭାରତୀୟ!-->…