କରୋନା ଔଷଧ “Avigan ୨୦୦”ର ହୋମ୍ ଡ଼େଲିଭରୀ ନିମନ୍ତେ ଡ଼ା. ରେଡ଼୍ଡ଼ୀ ଲାବୋରୋଟୋରିଜ୍ କମ୍ପାନୀର ଘୋଷଣା
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୦/୦୮: ଭାରତର ବଡ଼ ଔଷଧ ପ୍ରସ୍ତୁତକାରୀ ସଂସ୍ଥା ଡ଼ା. ରେଡ଼୍ଡ଼ୀ ଲାବୋରୋଟୋରିଜ୍ କରୋନା ରୋଗୀଙ୍କ ଚିକିତ୍ସା ଔଷଧ ଫାଭିପିରାଭିରର ଜେନେରିକ ଔଷଧ ଅଭିଗାନ୨୦୦ ଟାବଲେଟ୍ ବଜାରକୁ ଛାଡ଼ିବାକୁ ଘୋଷଣା କରିଛି । ଏହି ଔଷଧ ଅଭିଗାନ୨୦୦କୁ ଭାରତର ଔଷଧ!-->…