ପ୍ରଥମ ପର୍ଯ୍ୟାୟରେ କୋଭିଡ ଯୋଦ୍ଧା ଓ ବୟସ୍କଙ୍କୁ ମାଗଣା କରୋନା ଟିକା
ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟରେ କୋଭିଡ ଯୋଦ୍ଧା ଓ ବୟସ୍କଙ୍କୁ କରୋନା ଟିକା ଦିଆଯିବ। ସମ୍ପୂର୍ଣ୍ଣ ମାଗଣାରେ ଏହି ଟିକା ଯୋଗାଇ ଦିଆଯିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଗୁରୁବାର ସୂଚନା ଦେଇଛନ୍ତି।ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ କହିଛନ୍ତି ଯେ ଓଡ଼ିଶାରେ ପ୍ରଥମେ ୩ଟି ଶ୍ରେଣୀଭୁକ୍ତ କରୋନା!-->…