Browsing Tag

corona

କୋଭିଡ ସଂକ୍ରମିତ ଥିଲେ ବି କରିହେବ ଅସ୍ତ୍ରୋପଚାର

ନୂଆଦିଲ୍ଲୀ ୦୩/୦୨/୨୦୨୨ କଳିଙ୍ଗ ଜ୍ୟୋତି : କୋଭିଡ ପଜିଟିଭ ଥିଲେ ବି ଜରୁରୀ ଅସ୍ତ୍ରୋପଚାର କରାଯାଇପାରିବ। ପୂର୍ବରୁ ଏ ନେଇ ବାରଣ ଥିଲା। ନୂଆ ଗବେଷଣା ଅନୁସାରେ ଅନୁମତି ଦିଆଯାଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରାଳୟ ଯୁଗ୍ମ ସଚିବ ଲବ ଅଗ୍ରୱାଲା ସୂଚନା ଦେଇଛନ୍ତି। ଅଖିଳ ଭାରତୀୟ…

କୋଭିଡର କେବେ ବି ଅନ୍ତ ହେବ ନାହିଁ: ସ୍ଵାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର ୨୬/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ ପୁଣି ବଢିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରେ ସଂକ୍ରମଣ ସ୍ଥିତି ନେଇ ସ୍ଵାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର କହିଛନ୍ତି, କୋଭିଡର କେବେ ବି ଅନ୍ତ ହେବ ନାହିଁ। ଭାଇରସର ଗୋଟିଏ ପରେ ଗୋଟିଏ ଭ୍ୟାରିଏଣ୍ଟ ଆସିବ। କାରଣ ଭାଇରସ୍ ତାର…

ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି: ଜନସ୍ୱାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର ୨୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ସଂକ୍ରମଣ ଅପାତତଃ ଭାବେ ସ୍ଥିର ରହିଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମେ ଯେଉଁ ଗତିରେ ସଂକ୍ରମଣ ବଢ଼ୁଥିଲା ସେଥିରେ କମ ଆସିଛି, କେସ ଡବଲିଙ୍ଗ କମିଛି।ଏବେ ରାଜ୍ୟରେ ୮୮ ହଜାର ଆକ୍ଟିଭ କେସ…

ରାଜ୍ୟରେ କୋଭିଡ୍‌ର ତୃତୀୟ ଲହର ଚାଲିଛି – ଭୟଭୀତ ହୁଅନ୍ତୁ ନାହିଁ ସତର୍କ ରୁହନ୍ତୁ : ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର ୧୯/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ କୋଭିଡ୍‌ର ତୃତୀୟ ଲହର ଚାଲିଛି  । ଭୟଭୀତ ହୁଅନ୍ତୁ ନାହିଁ ସତର୍କ ରୁହନ୍ତୁ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି । ରାଜ୍ୟ ସରକାର ଜୀବନ ଏବଂ ଜୀବିକା ଉଭୟକୁ ପ୍ରାଧାନ୍ୟତା ଦେଉଛନ୍ତି । ଏଥିପାଇଁ ଲକ୍ ଡାଉନ୍‌…

କରୋନା ବିରୋଧୀ ଲଢେଇରେ ଆମେ ନିଶ୍ଚିତ ବିଜୟୀ ହେବା : ପ୍ରଧାନମନ୍ତ୍ରୀ

ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ ନୂଆଦିଲ୍ଲୀ ୧୩/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପରିପ୍ରକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଲୋଚନା କହିଛନ୍ତି।…

ତୃତୀୟ ଲହର ମୁକାବିଲା ପାଇଁ ସରକାର ପ୍ରସ୍ତୁତ : ଜନ ସ୍ବାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ତୃତୀୟ ଲହର ମୁକାବିଲା ଲାଗି ରାଜ୍ୟ ସରକାର ସମର୍ଥ, ସ୍ବାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ଅଛି ବୋଲି ଜନ ସ୍ବାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି। ବ୍ରିଟେନରେ ଯେମିତି ସଂକ୍ରମଣ ବଢ଼ୁଛି, ତୃତୀୟ ଲହର ସମ୍ଭାବନା ଅଧିକ ବୋଲି ନିଜ…

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ କରୋନା

ଜୋହାନ୍ସବର୍ଗ ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସେରିଲ୍‌ ରାମଫୋସା କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କଠାରେ କରୋନାର ସାମନ୍ୟ ଲକ୍ଷଣ ପ୍ରକାଶ ପାଇଥିବାବେଳେ ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ ରହିଛି । ରବିବାର ରାମଫୋସା ଏକ ସରକାରୀ ଉତ୍ସବରେ ଯୋଗ ଦେଇ…

ଆସନ୍ତା ୧୦ ଦିନ ମଧ୍ୟରେ ଦେଶରେ କରୋନା ଟିକାଦାନ ଆରମ୍ଭ ହେବ : ସ୍ବାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ : ଆସନ୍ତା ୧୦ ଦିନ ମଧ୍ୟରେ ଅର୍ଥାତ ଜାନୁଆରି ୧୩-୧୪ ସୁଦ୍ଧା ଦେଶରେ କରୋନା ଟିକାକରଣ ଆରମ୍ଭ ହୋଇପାରେ ବୋଲି ଆଜି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ସୂଚନା ଦେଇଛନ୍ତି । ସ୍ବାସ୍ଥ୍ୟ ମନ୍ତ୍ରାଳୟର ଏକ ସାମ୍ବାଦିକ ସମ୍ମିଳନୀ ଅବସରରେ ସେ କହିଛନ୍ତି ଯେ ଦେଶରେ ଉପଲବ୍ଧ…

୫୦ବର୍ଷରୁ ଅଧିକ ବୟସର ଲୋକଙ୍କୁ ପ୍ରଥମ ଦଫାରେ ଦିଆଯିବ କରୋନା ଟିକା

କରୋନା ପ୍ରତିଷେଧକ ପ୍ରଥମେ ସ୍ୱାସ୍ଥ୍ୟକ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀ ଓ ସ୍ୱେଚ୍ଛାସେବୀମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଦିଆଯିବ। ତା’ଛଡା ୫୦ବର୍ଷରୁ ଅଧିକ ବୟସର ଲୋକଙ୍କୁ ମଧ୍ୟ କୋଭିଡ ପ୍ରତିଷେଧକ ପ୍ରଥମ ଦଫାରେ ଦିଆଯିବ। ଏ ନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ଯୋଜନା ପ୍ରସ୍ତୁତ କରିଛି।…

ନିୟମ ମାନିଲେ ରାଜ୍ୟରେ ୧୮ ହଜାର ମନ୍ଦିର ଖୋଲିବ: ଦେବୋତ୍ତର ବିଭାଗ

ଭୁବନେଶ୍ବର: ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ଦେବୋତ୍ତର ବିଭାଗ ଅଧୀନରେ ଥିବା ୧୮ ହଜାର ମନ୍ଦିର ଖୋଲିବା ନେଇ ମୋଡାଲିଟି ନିର୍ଦ୍ଧାରଣ କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି ଦେବୋତ୍ତର କମିସନର। ଏକକାଳୀନ ଭକ୍ତ ପ୍ରବେଶ ବାରଣ ରହିଛି। ସାମାଜିକ ଦୂରତା, ମନ୍ଦିର ଦ୍ୱାରରେ…
error: Content is protected !!
Open chat