Browsing Tag

corona

କରୋନା ପ୍ରଭାବ ଯୋଗୁଁ ଋଣ ଶୁଝି ପାରିନଥିବା ମାମଲାରେ ଗ୍ରାହକଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି, ଖାତାକୁ ବ୍ୟାଙ୍କ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୯ : କରୋନା ମହାମାରୀ ପ୍ରଭାବ ଯୋଗୁଁ ଋଣ ଶୁଝି ପାରିନଥିବା ଗ୍ରାହକମାନଙ୍କୁ ସୁପ୍ରିମକୋର୍ଟ ବଡ଼ ଧରଣର ଆଶ୍ବସ୍ତି ପ୍ରଦାନ କରିଛନ୍ତି। ମୋରାଟୋରିଅମ ମାମଲାର ଶୁଣାଣି କରି କୋର୍ଟ ଆଜି ସ୍ପଷ୍ଟ କରିଛନ୍ତି ଯେ ଯେଉଁ ଗ୍ରାହକମାନେ ଅଗଷ୍ଟ ୩୧ ପର୍ଯ୍ୟନ୍ତ

ସଂକ୍ରମଣ ସଂଖ୍ୟା ପାଞ୍ଚ ରାଜ୍ୟରେ ଦେଶର ୬୨% ସକ୍ରିୟ ମାମଲା, ୭୦% ମୃତ୍ୟୁ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୯ :ଦେଶର କରୋନା ସଂକ୍ରମଣ ସଂଖ୍ୟା ଗତ ସପ୍ତାହରେ ଦୈନିକ ହାରାହାରି ୬୦ ହଜାର ଟପିବାକୁ ବସିଛି । ତେବେ ପରିସଂଖ୍ୟାନ ଅନୁସାରେ ଦେଶରେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୬୨% ସକ୍ରିୟ ମାମଲା ଓ ୭୦% ମୃତ୍ୟୁ ୫ଟି ରାଜ୍ୟରେ ଘଟିଛି । ଏହି ରାଜ୍ୟଗୁଡ଼ିକ

ରାଜ୍ୟରେ କରୋନା ସଂକ୍ରମଣ ପ୍ରଭାବ ୩୦ରୁ ୪୫ ଦିନ ମଧ୍ୟରେ କମିପାରେ

ସର୍ବାଧିକ କରୋନା ଆକ୍ରାନ୍ତ ଖୋର୍ଦ୍ଧାରେ ଓ ସର୍ଵନିମ୍ନରେ ଦେବଗଡ କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୪/୦୯: ରାଜ୍ୟରେ କରୋନା ସଂକ୍ରମଣ ପ୍ରଭାବ ଏକ ପ୍ରକାର ଉର୍ଧ୍ବମୁଖୀ ଥିବା ବେଳେ ପ୍ଲାଜମା ଚିକିତ୍ସାରେ ୫୬୫ ଜଣଙ୍କ ମଧ୍ୟରୁ ୧୪୪ ଜଣ ସୁସ୍ଥ ହେବା କରୋନା ମୁକାବିଲା ଦିଗରେ ଆଶା

ଦେଶରେ କରୋନା ଆରୋଗ୍ୟଙ୍କ ସଂଖ୍ୟା କରୋନା ସଂକ୍ରମିତଙ୍କ ଠାରୁ ୩ ଗୁଣ ଅଧିକ : ସ୍ୱାସ୍ଥ୍ୟ ମନ୍ତ୍ରାଳୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୯ : ଦେଶରେ ଗତ ୨୪ ଘଣ୍ଟା ଭିତରେ ୬୨ ହଜାର ୨୬ ଜଣ କରୋନା ସଂକ୍ରମିତ ବ୍ୟକ୍ତି ଆରୋଗ୍ୟ ଲାଭ କରିବା ପରେ ଆରୋଗ୍ୟ ହାର ୭୭ ପ୍ରତିଶତ ଛୁଇଁବାକୁ ଯାଉଛି। ଏବେ ଏହି ହାର ୭୬.୯୮ ପ୍ରତିଶତ ରହିଛି। ଆରୋଗ୍ୟ ସଂଖ୍ୟା ୨୯ଲକ୍ଷ ଅତିକ୍ରମ କରିଥିବା ସ୍ୱାସ୍ଥ୍ୟ

ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଖୋଲିଲା, କରୋନା କଟକଣା ମାନିବେ ପର୍ଯ୍ୟଟକ

କୋଣାର୍କ/ପୁରୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୧/୦୯: ଦୀର୍ଘ ୫ମାସ ପରେ ଆଜି ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଖୋଲିଥିବା ଜଣାଯାଇଛି। କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ ଅନୁସାରେ ସୂର୍ଯ୍ୟମନ୍ଦିର ଖୋଲିଛି । କରୋନା କଟକଣା କାରଣରୁ ଏହି ଐତିହାସିକ ପର୍ଯ୍ୟଟନ ସ୍ଥଳ ପର୍ଯ୍ୟଟକଙ୍କ ପାଇଁ

ବନ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିଗ୍ରସ୍ତଙ୍କୁ ୫୦ କିଲୋ ଚାଉଳ, ୫୦୦ ଟଙ୍କା ସହାୟତା ଦେବାକୁ ନିର୍ଦେଶ

ମାସ୍କ ଓ ସାମାଜିକ ଦୂରତା ନିୟମ ପାଳନ ପାଇଁ ବନ୍ୟାଦୁର୍ଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯ : ବନ୍ୟା କ୍ଷତିଗ୍ରସ୍ତ ପରିବାରକୁ ୫ କିଲୋ ଲେଖାଏଁ ଚାଉଳ ଓ ୫୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ନିର୍ଦେଶ ଦେଇଛନ୍ତି

ଆଇପିଏଲ୍‌ : ଆବୁଧାବିରେ କରୋନା ସଂକ୍ରମଣ ବୃଦ୍ଧି ନେଇ ଚିନ୍ତାରେ ବିସିସିଆଇ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୭/୦୮:ବିଶ୍ୱର ସବୁଠାରୁ ଧନଶାଳୀ ଟ୍ୱେଣ୍ଟି୨୦ ଲିଗ୍‍ ଆଇପିଏଲ୍‍ ଖେଳିବା ପାଇଁ ଖେଳାଳି ଏବେ ୟୁନାଇଟେଡ୍‍ ଆରବ ଏମିରେଟ୍‍ସ (ୟୁଏଇ)ରେ ସଂଗରୋଧରେ ଅଛନ୍ତି। ୮ଟିଯାକ ଫ୍ରାଞ୍ଚାଇଜି ଖୁବ୍‍ ଶୀଘ୍ର ଅଭ୍ୟାସ ପାଇଁ ମଧ୍ୟ ଓହ୍ଲାଇବେ। ଆଇପିଏଲ୍‍ର ୧୩ଶ ସଂସ୍କରଣ

ସ୍କୁଲ ପିଲାଙ୍କ ପାଇଁ ବଡ ଖବର : ସ୍କୁଲ ଖୋଲିବା ନେଇ NCERT ପ୍ରସ୍ତୁତ କରିଥିବା ନିର୍ଦେଶାବଳୀ ମାନିବାକୁ ପଡିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୬/୦୮ : ମହାମାରୀ କୋରୋନା ସଂକ୍ରମଣ ହେତୁ ମାର୍ଚରୁ ବନ୍ଦ ଥିବା ସ୍କୁଲ ଗୁଡିକ ଖୋଲିବା ପାଇଁ ମାମଲାକୁ ତୀବ୍ର କରାଯାଇଛି । ସେପ୍ଟେମ୍ବରରୁ ସ୍କୁଲ ଗୁଡିକ ଖୋଲିବା ପାଇଁ ଆଶା ପୋଷଣ କରାଯାଇଛି । ଆଲୋଚନା ଅନୁଯାଇ ପ୍ରଥମେ ଦଶମ ଓ ଦ୍ଵାଦଶର ପିଲାମାନଙ୍କୁ 

କରୋନା ଭାଇରସର ମୁକାବିଲା ପାଇଁ ନିମ୍ବକୁ ନେଇ ଭାରତରେ ଆରମ୍ଭ ହେବ ହ୍ୟୁମାନ ଟ୍ରାଏଲ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮: ନିମ୍ବର ସ୍ୱାଦରେ ମଧୁରତା ନାହିଁ ସତ, ହେଲେ ଏହାର ଉପକାର ଅମୃତ ପରି ମଧୁର। ଏବେ ବୈଜ୍ଞାନିକ ଏବଂ ଡାକ୍ତରୀ ଟିମ୍‌ ଜାଣିବାକୁ ପାଇଛନ୍ତି କରୋନା ମୁକାବିଲା କ୍ଷେତ୍ରରେ ନିମ୍ବର ବ୍ୟବହାର ବେଶ ଉପଯୋଗୀ ହୋଇପାରିବ। ଏ ନେଇ ଗବେଷଣା ଆରମ୍ଭ ହୋଇଛି।

ମୁଖ୍ୟମନ୍ତ୍ରୀଙ୍କ କୋଭିଡ଼ ସ୍ଥିତି ସମୀକ୍ଷା : ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲା ଲାଗି ସ୍ବତନ୍ତ୍ର…

ସପ୍ତାହକ ମଧ୍ୟରେ ଦୈନିକ ପରୀକ୍ଷଣ ସଂଖ୍ୟା ୫୦ହଜାରକୁ ବୃଦ୍ଧି ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୦୯୬ ପରୀକ୍ଷା ଦେଶରେ ସର୍ବାଧିକ ଆସନ୍ତା ସପ୍ତାହରେ କୋରାପୁଟରେ ପ୍ଲାଜମା ବ୍ୟାଙ୍କ ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୮: କୋଭିଡ଼-୧୯ ମୁକାବିଲା ନିମନ୍ତେ ଖୋର୍ଧା, କଟକ,
error: Content is protected !!
Open chat