Browsing Tag

corona

ସଙ୍କଟରେ ରାଜ୍ୟର ଆର୍ଥିକ ସ୍ଥିତି : କରୋନା ମାଡ଼ରେ ରାଜ୍ୟରେ କମିବ ମୁଣ୍ଡ ପିଛା ଆୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୯/୦୮: କରୋନା ମାଡରେ ଘାଇଲା ରାଜ୍ୟ ରାଜକୋଷ। ସଙ୍କଟରେ ରାଜ୍ୟର ଆର୍ଥିକ ସ୍ଥିତି କୋଭିଡ୍ ଓଡିଶା ଛୁଇଁବା ପରେ ମାର୍ଚ୍ଚରୁ ଅଗଷ୍ଟ ଆର୍ଥିକ କାରବାର୍ ଗରୁତର ପ୍ରଭାବିତ ହୋଇଛି। ଗତକାଲି ଏସବିଆଇ ଇକୋରାପ୍ ରିପୋର୍ଟରେ ଏହା ଜଳଜଳ ହୋଇ ଦେଖାଯାଉଛି। ତେବେ

କରୋନା ମୁକାବିଲା ପାଇଁ ରାଜ୍ୟଗୁଡିକୁ ୩ କୋଟିରୁ ଅଧିକ ଏନ-95 ମାସ୍କ ବିନା ମୂଲ୍ୟରେ କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୮ : କରୋନା ମହାମାରୀର ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାର ଯେଉଁ ଅବିଶ୍ରାନ୍ତ ଲଢେଇ ଲଢୁଛନ୍ତି ସେଥିରେ କେନ୍ଦ୍ର ସରକାର ମଧ୍ୟ ପ୍ରମୁଖ ଭୂମିକା ଗ୍ରହଣ କରୁଛନ୍ତି। ଆବଶ୍ୟକ ସ୍ୱାସ୍ଥ୍ୟ ଭିତ୍ତିଭୂମି ଯୋଗାଇ କରୋନାର

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କୋଭିଡ-୧୯ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୦୮ : ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ସଂକ୍ରମଣରେ ଆକ୍ରାନ୍ତ । ତାଙ୍କର କୋଭିଡ-୧୯ ପରୀକ୍ଷାରୁ ଏହା ଜଣାପଡ଼ିଛି । ଆଜି ତାଙ୍କର ସ୍ବାବ ନମୁନା ରିପୋର୍ଟ ପଜିଟିଭ ଆସିଛି,ତେବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି। ତାଙ୍କ

କରୋନାରେ ୧୯୬ ଡାକ୍ତରଙ୍କ ମୃତ୍ୟୁ : ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା IMA

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୯/୦୮:କରୋନାରେ ସାରା ଦେଶରେ ୧୯୬ ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଲାଣି। ସେମାନଙ୍କ ମଧ୍ୟରୁ ଅଧିଂକାଶ ସାଧରଣ ବିଭାଗ ଓ ଡାକ୍ତରି ଅଭ୍ୟାସ କରୁଥିବା ଡାକ୍ତର ଅଛନ୍ତି। ଇଣ୍ଡିଆନ ମେଡିକାଲ ଆସୋସିଏସନ୍(IMA) ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି। ଏହି

ଶାହାଙ୍କ ପରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି ଏସ ୟେଦିୟୁରପ୍ପା କରୋନା ପଜିଟିଭ ଚିହ୍ନଟ : ନିଜେ ଟୁଇଟ କରି ସୂଚନା ଦେଲେ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ବେଙ୍ଗାଲୁରୁ ୦୩/୦୮: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦ୍ୟୁରପ୍ପା‌ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।ରିପୋର୍ଟ ପଜିଟିଭ୍ ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି

ଦେଶରେ ହୋଇନି ଗୋଷ୍ଠୀ ସଂକ୍ରମଣ :ସ୍ୱାସ୍ଥ୍ୟ ମନ୍ତ୍ରାଳୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭ : ଦେଶର କେତେକ ନିର୍ଦ୍ଦିଷ୍ଟ ଜିଲ୍ଲାକୁ ଛାଡ଼ିଦେଲେ ଭାରତରେ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପୁଣି ଥରେ ଦୋହରାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସଚିବ ରାଜେଶ ଭୂଷଣ

କରୋନା ମୁକାବିଲା ଲାଗି ଟେଷ୍ଟିଂ ବଢ଼ିଥିବାରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି : ଶାଳିନୀ ପଣ୍ଡିତ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୧/୦୭ : କରୋନା ମୁକାବିଲା ଲାଗି ରାଜ୍ୟ ସରକାର ଟେଷ୍ଟିଂକୁ ଗୁରୁତ୍ୱ ଦେଉଛନ୍ତି । ଟେଷ୍ଟିଂ ବଢ଼ି ଥିବାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏହା କହିଛନ୍ତି । ସ୍ଥାନୀୟ ଗୀତଗୋବିନ୍ଦ

କରୋନାରେ ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ମଞ୍ଜୁର କଲେ ନବୀନ ପଟ୍ଟନାୟକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୭: : କରୋନାରେ ମୃତ୍ୟୁ ଘଟିଥିବା ଦୁଇ ଜଣ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବରୁ କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ଏହି ପରିମାଣର ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ

ଅନଲକ 3.0 ରେ ଜାରୀ ହେଲା : ଅଗଷ୍ଟ 31 ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ କଲେଜ ସ୍କୁଲ ବନ୍ଦ , ହଟିଲା ନାଇଟ୍‌ କର୍ଫ୍ୟୁ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭: କରୋନା ସଂକ୍ରମଣ ହୁହୁ ହୋଇ ବଢ଼ିବାରେ ଲାଗିଛି। ସବୁ ପ୍ରୟାସ ପରେ ସଂକ୍ରମଣ ଥମିବାର ନା ନେଉନି। ତେଣୁ ୪ ପର୍ଯ୍ୟାୟ ଲକ୍‌ଡାଉନ୍ ଶେଷ ପରେ ଦେଶ ସଂମ୍ପ୍ରତି ଅନଲକ୍‌ ପର୍ଯ୍ୟାୟ ଦେଇ ଗତି କରୁଛି। ଜୁଲାଇ ୩୧ ତାରିଖରେ ଅନଲକ୍‌-୨ ସରୁଥିବା ବେଳେ ଏହି
error: Content is protected !!
Open chat