ପିଏମ୍ ଆବାସ ନିର୍ମାଣରେ କେବଳ କାଗଜ ପତ୍ରରେ ଓଡିଶା ସରକାର ଏକ ନମ୍ବର :ବିଜେପି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୮: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭଷ୍ଟ୍ରାଚାର ମାଧ୍ୟମରେ ଭଣ୍ଡୁର କରିବା ପାଇଁ ସମସ୍ତ ପ୍ରକାର ଷଡଯନ୍ତ୍ର କରୁଛନ୍ତି ରାଜ୍ୟସରକାର । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ପିଠାଗୋଲା ପଂଚାୟତ ଖରବା ଗାଁ ରେ୧୩ଟି ନିର୍ଦ୍ଦିଷ୍ଟ ଦୁର୍ବଳ ଜନଜାତି!-->…