ଜାନୁଆରି ପ୍ରଥମଭାଗ ସୁଦ୍ଧା ଭାରତରେ କରୋନା ଟିକାକୁ ଅନୁମତି ମିଳିବା ସମ୍ଭାବନା : ଏମ୍ସ ମୁଖ୍ୟ
ନୂଆଦିଲ୍ଲୀ : କରୋନା ଟିକାକୁ ସାରା ଦେଶର ଲୋକେ ଅପେକ୍ଷା କରିଥିବାବେଳେ ଏମ୍ସ ନିର୍ଦ୍ଦେଶକ ଡଃ. ରଣଦୀପ ଗୁଲେରିଆ ଆଜି କହିଛନ୍ତି ଯେ ଚଳିତ ମାସ ଶେଷ କିମ୍ବା ଜାନୁଆରି ପ୍ରଥମ ଭାଗ ସୁଦ୍ଧା ଟିକା ଆସିଯିବ ବୋଲି ସେ ଆଶା କରୁଛନ୍ତି ।
ସେ କହିଛନ୍ତି ଯେ ଭାରତରେ ଟିକା ଗୁଡ଼ିକର!-->!-->!-->!-->!-->…