Browsing Tag

covaxin

କୋଭିସିଲ୍ଡ ଓ କୋଭାକ୍ସିନ ଖୋଲା ବଜାରରେ ବଜାରରେ ବିକ୍ରି ପାଇଁ ଅନୁମତି

ନୂଆଦିଲ୍ଲୀ ୨୭/୦୧/୨୦୨୨ କଳିଙ୍ଗ ଜ୍ୟୋତି : କରୋନା ମହାମାରୀ ସହ ଲଢେଇ କରିବାକୁ ଜାରି ରହିଛି ଟିକାକରଣ। ପ୍ରତ୍ୟେକ ଚିକିତ୍ସାକେନ୍ଦ୍ର ଓ ହସ୍ପିଟାଲରେ କରୋନା ଟିକାକରଣ କରାଯାଉଥିବା ବେଳେ ଏଣିକି ଖୋଲା ବଜାରରେ ମିଳିବ କରୋନା ଟିକା। ଡିସିଜିଆଇ ଉଭୟ କୋଭିସିଲ୍ଡ ଓ କୋଭାକ୍ସିନର କମ୍ପାନୀକୁ…

ଭାରତ ବାୟୋଟେକର ଘୋଷଣା : କୋଭାକ୍ସିନରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖା ଦେଲେ କମ୍ପାନୀ ଦେବ କ୍ଷତିପୂରଣ

ହାଇଦ୍ରାବାଦ : କରୋନା ଭୂତାଣୁ ବିରୁଦ୍ଧରେ ସ୍ୱଦେଶୀ ଟିକା କୋଭାକ୍ସିନ ବିକଶିତ କରିଥିବା ଭାରତ ବାୟୋଟେକ୍ କହିଛି ଯେ, ଯଦି କେହି ଟିକା ନେବା ପରେ ଗୁରୁତର ପାର୍ଶ୍ୱ ପ୍ରତିକ୍ରିୟାର ସମ୍ମୁଖୀନ ହୁଅନ୍ତି, ତେବେ କମ୍ପାନୀ ଏହାର କ୍ଷତିପୂରଣ ଦେବ । ଭାରତ ବାୟୋଟେକ୍ (ବିବିଏଲ୍), ଭାରତ…

ଜାନୁଆରି ପ୍ରଥମଭାଗ ସୁଦ୍ଧା ଭାରତରେ କରୋନା ଟିକାକୁ ଅନୁମତି ମିଳିବା ସମ୍ଭାବନା : ଏମ୍ସ ମୁଖ୍ୟ

ନୂଆଦିଲ୍ଲୀ : କରୋନା ଟିକାକୁ ସାରା ଦେଶର ଲୋକେ ଅପେକ୍ଷା କରିଥିବାବେଳେ ଏମ୍ସ ନିର୍ଦ୍ଦେଶକ ଡଃ. ରଣଦୀପ ଗୁଲେରିଆ ଆଜି କହିଛନ୍ତି ଯେ ଚଳିତ ମାସ ଶେଷ କିମ୍ବା ଜାନୁଆରି ପ୍ରଥମ ଭାଗ ସୁଦ୍ଧା ଟିକା ଆସିଯିବ ବୋଲି ସେ ଆଶା କରୁଛନ୍ତି । ସେ କହିଛନ୍ତି ଯେ ଭାରତରେ ଟିକା ଗୁଡ଼ିକର…

ଆଇସିଏମଆର ଦେଲା ଭଲ ଖବର : ଶେଷ ପର୍ଯ୍ୟାୟରେ ଭାରତର ୩ଟି କରୋନା ଟିକାର ମାନବ ପରୀକ୍ଷଣ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୬/୦୮ : ସାରା ବିଶ୍ୱ ମହାମାରୀ କରୋନା ଭାଇରସକୁ ମାତ ଦେଇପାରୁ ଥିବା ଟିକା ବାହାର କରିବାରେ ଲାଗିଛି। ଏହି ଟିକା ବାହାର କରିବା ରେସରେ ଭାରତ ମଧ୍ୟ ପଛରେ ପଡ଼ିନାହିଁ। ଭାରତରେ ୩ଟି କରୋନା ଟିକାର ମାନବ ପରୀକ୍ଷଣ ଭିନ୍ନଭିନ୍ନ ଷ୍ଟେଜରେ ରହିଥିବା ଆଜି…
error: Content is protected !!
Open chat