ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଆକଳନ: ଆସନ୍ତା ବର୍ଷ ମଧ୍ୟ ଭାଗ ପରେ ସାର୍ବଜନୀନ ହୋଇପାରେ କରୋନା ଟୀକା
ଜେନେଭା/ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୯ : କରୋନା ସଂକ୍ରମଣ ବୃଦ୍ଧି ଜନିତ ଆଶଙ୍କା, କରୋନା ଟୀକା ଉଦ୍ଭାବନ ଆଶା ମଧ୍ୟରେ ନିରାଶାବାଣୀ ଶୁଣାଇଛି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ । ଆସନ୍ତା ବର୍ଷ ମଧ୍ୟଭାଗ ପର୍ଯ୍ୟନ୍ତ କରୋନା ଟୀକା ମିଳିବା ଆଶା ନାହିଁ ବୋଲି କହିଛନ୍ତି!-->…