ସରପଞ୍ଚଙ୍କ ନିଷ୍ଠା ଓ ପରିଶ୍ରମ ପାଇଁ ଆରୋଗ୍ୟ ହାର ବଢୁଛି , ମୃତ୍ୟୁହାର କମୁଛି-ମୁଖ୍ୟମନ୍ତ୍ରୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୧/୦୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସି ଜରିଆରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ପଞ୍ଚାୟତର ସରପଞ୍ଚମାନଙ୍କ ସହିତ କୋଭିଡ୍ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ। ଗଞ୍ଜାମ ଜିଲ୍ଲାରେ କୋଭିଡ୍ ସଂକ୍ରମଣର ନିୟନ୍ତ୍ରଣ ପାଇଁ!-->…