ଅଗଷ୍ଟ ୧୫ ସୁଦ୍ଧା ଟିକାକରଣ ସାରିବାକୁ କେନ୍ଦ୍ରର ଯୋଜନା
ନୂଆଦିଲ୍ଲୀ: ଆଗାମୀ ସାଢ଼େ ୩ ମାସ ଅର୍ଥାତ ଅଗଷ୍ଟ ୧୫ ସୁଦ୍ଧା ଦେଶରେ ଟିକାକରଣ ଅଭିଯାନ ଶେଷ ହେବ। ୧୮ ବର୍ଷରୁ ଅଧିକ ବୟସର ସମସ୍ତ ବ୍ୟକ୍ତିଙ୍କୁ ଏହି ସମୟ ମଧ୍ୟରେ ଟିକାକରଣ କରାଯିବ ବୋଲି କେନ୍ଦ୍ର ସରକାର ଯୋଜନା କରିଛନ୍ତି। ଏଥିପାଇଁ ଦେଶବ୍ୟାପୀ ୧୦ ଲକ୍ଷରୁ ଅଧିକ ଟିକାକରଣ କେନ୍ଦ୍ର!-->…