କରୋନା ମୁକାବିଲା ପାଇଁ ରାଜ୍ୟଗୁଡିକୁ ୩ କୋଟିରୁ ଅଧିକ ଏନ-95 ମାସ୍କ ବିନା ମୂଲ୍ୟରେ କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୮ : କରୋନା ମହାମାରୀର ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାର ଯେଉଁ ଅବିଶ୍ରାନ୍ତ ଲଢେଇ ଲଢୁଛନ୍ତି ସେଥିରେ କେନ୍ଦ୍ର ସରକାର ମଧ୍ୟ ପ୍ରମୁଖ ଭୂମିକା ଗ୍ରହଣ କରୁଛନ୍ତି। ଆବଶ୍ୟକ ସ୍ୱାସ୍ଥ୍ୟ ଭିତ୍ତିଭୂମି ଯୋଗାଇ କରୋନାର!-->…