Browsing Tag

Cuttack

ଜଗତପୁରର ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୧-୦୯-୨୦ : କଟକ ଜଗତପୁର ସଦଗୁରୁ କୋଭିଡ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଆଇସିୟୁରେ ନିଆଁ ଲାଗିଥିବା ସୂଚନା ମିଳିଛି । ଖବାର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। କୋଭିଡ ହସ୍ପିଟଲା ହୋଇଥିବାରୁ ରୋଗୀମାନଙ୍କୁ…

ବରିଷ୍ଠ ବିଜେପି ନେତା ଆଶୋକ ସାହୁଙ୍କ ପରଲୋକ

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ବରିଷ୍ଠ ବିଜେପି ନେତା ତଥା ଅବସର ପ୍ରାପ୍ତ ଆଇପିଏସ ଅଫିସର ଆଶୋକ ସାହୁଙ୍କ ଆଜି ପରଲୋକ ହୋଇଛି। କଟକ ପିଠାପୁରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା କାରଣରୁ…

କଟକ ପୁଲିସ୍‌ର ପ୍ରଥମ କରୋନା ମୃତ୍ୟୁ : ଆଖି ବୁଜିଲେ କନଷ୍ଟେବଳ ଦିବାକର ସେଠୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୦୭/୦୯: ପ୍ରଥମ ଥର ପାଇଁ କଟକ କମିସନରେଟ୍‌ ପୁୁଲିସ୍‌ରେ ମୁଣ୍ଡ ନେଇଛି କରୋନା । କଟକରେ କରୋନା ମୁକାବିଲାରେ ନିୟୋଜିତ ଲାଲବାଗ ଥାନା କନେଷ୍ଟବଳ ଦିବାକର ସେଠୀ (୫୦) ଶେଷରେ କରୋନା ସଂକ୍ରମଣରେ ଆଖି ବୁଜିଛନ୍ତି । କରୋନା ଯୋଦ୍ଧା ଦିବାକର ସଂକ୍ରମିତ ହେବା ପରେ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୋଭିଡ ମୁକାବିଲା ସମୀକ୍ଷା : ଫୋକସରେ କଟକ-ଖୋର୍ଦ୍ଧା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୪/୦୯: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ କୋଭିଡ ପରିସ୍ଥିତି ସହିତ କୃଷି, ଶିଳ୍ପ, ଭିତ୍ତିଭୂମି ଆଦି ଅର୍ଥନୀତିର ବିଭିନ୍ନ କ୍ଷେତ୍ରର ସମୀକ୍ଷା କରି ଜୀବିକା ସୃଷ୍ଟି ଉପରେ ଗୁରୁତ୍ବାରୋପ କରିଛନ୍ତି। …

ଭୁବନେଶ୍ବର ଓ କଟକରେ ସବୁ ଶନିବାର ସରକାରୀ ଅଫିସ୍‌ ଛୁଟି, ୫୦% କର୍ମଚାରୀଙ୍କୁ ନେଇ ଚାଲିବ ଅଫିସ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯:ସେପ୍ଟେମ୍ବର ମାସରେ ପ୍ରତ୍ୟେକ ଶନିବାର ସରକାରୀ ଅଫିସ୍‌ ଛୁଟି ରହିବ। ବାକି ଦିନରେ ଭୁବନେଶ୍ବର ଓ କଟକରେ ସମସ୍ତ ଅଫିସ୍‌ ଖୋଲା ରହିବ। ହେଲେ ୫୦% କର୍ମଚାରୀଙ୍କୁ ନେଇ କାମ ହେବ। ଗ୍ରୁପ୍‌ ଏ ଅଧିକାରୀମାନେ ଅଫିସ୍‌ ଆସିବା ସହ କେଉଁ ୫୦% କର୍ମଚାରୀ…

‘ଦ୍ୱୈତ-ନଗରୀ’ରେ ଗଣେଶ ପୂଜା: ପ୍ରଶାସନ ଉପରେ ନିଷ୍ପତ୍ତି ଛାଡିଲେ ମାନ୍ୟବର ଉଚ୍ଚ ନ୍ୟାୟାଳୟ

କଟକ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୦/୦୮: କଟକ- ଭୁବନେଶ୍ୱର 'ଦ୍ୱୈତ-ନଗରୀ'ରେ ଗଣେଶ ପୂଜା ହେବ କି ନାହିଁ ସେ ନେଇ ପ୍ରଶାସନ ନିଷ୍ପତ୍ତି ନେବ ବୋଲି ମାନ୍ୟବର ଓଡ଼ିଶା ଉଚ୍ଚ ନ୍ୟାୟାଳୟ କହିଛନ୍ତି। ଏକ ଜନସ୍ୱାର୍ଥ ମାମଲାର ବିଚାର କରି ଉଚ୍ଚ ନ୍ୟାୟାଳୟ ଆଜି ଏହି ନିର୍ଦେଶନାମା ଜାରି…

ଟ୍ୱିନସିଟିରେ କରୋନା କଟକଣା ସହ ଗଣେଶ ପୂଜା ଅନୁମତି ପ୍ରଦାନ ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

କଟକ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୮/୦୮: କଟକ ସହରର ମଙ୍ଗଳାବାଗ ଥାନା ଅନ୍ତର୍ଗତ ବକ୍ସିବଜାର ନିକଟ ବାଣୀସାହିର ଆବେଦନକାରୀ ଶିବେନ୍ଦ୍ର କୁମାର ହାତୀ (୬୫) ହାଇକୋର୍ଟରେ ଭୁବନେଶ୍ୱର ଓ କଟକରେ ଗଣେଶ ପୂଜା ବନ୍ଦ ନେଇ ଜାରି ନିର୍ଦ୍ଦେଶନାମା ବିରୋଧରେ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା…
error: Content is protected !!
Open chat