ଅନ୍ଲାଇନ୍ ଠକେଇ ଅଭିଯୋଗ: ୨ ଜଣ ଡିପ୍ଲୋମା ଛାତ୍ର ଗିରଫ, ୧ ଲକ୍ଷ ଟଙ୍କା ଜବତ
ଭୁବନେଶ୍ୱର : କରୋନା ଭାଇରସ୍ ମହାମାରୀ ସମୟରେ ଡିଜିଟାଲ ପେମେଣ୍ଟ ତଥା ଡିଜିଟାଲ ମାଧ୍ୟମରେ ଅଧିକାଂଶ ଆର୍ଥିକ କାମ କରୁଥିବା ବେଳେ ଏଥିରେ ଅନେକ ଲୋକ ଠକେଇର ଶିକାର ହେଉଥିବା ଅଭିଯୋଗ ହେଉଛି । ରାଜଧାନୀ ଭୁବନେଶ୍ୱରରୁ ଅନ୍ଲାଇନ୍ ମାଧ୍ୟମରେ ଲୋକଙ୍କୁ ଠକୁଥିବା ୨ ଜଣ ଡିପ୍ଲୋମା ଛାତ୍ର ଗିରଫ!-->…