Browsing Tag

darshan

ନୂଆବର୍ଷରେ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ/ଭୁବନେଶ୍ବର ୧୦/୧୨/୨୦୨୧ କଳିଙ୍ଗ ଜ୍ୟୋତି : ନୂଆବର୍ଷରେ ପୁଣି ଥରେ ଜଗନ୍ନାଥପ୍ରେମୀଙ୍କୁ ନିରାଶ ହେବାକୁୁ ପଡ଼ିବ। ସାଧାରଣ ଭକ୍ତଙ୍କୁ ଜଗାଦର୍ଶନ ପାଇଁ ଅନୁମତି ମିଳିବ ନାହିଁ। ଅର୍ଥାତ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ନୂଆବର୍ଷ ଉପ‌ଲକ୍ଷେ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ।…

ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ନିୟମ ଜାରି : ମାସ୍କ , ପରିଚୟପତ୍ର ବାଧ୍ୟତା ମୂଳକ

ଆରଡି : ମହାମାରୀ କରୋନା ପାଇଁ ଦୀର୍ଘ ୯ମାସରୁ ଉର୍ଦ୍ଧ ହେବ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡିଧାମର ବାବା ଆଖଣ୍ଡଳମଣିଙ୍କ ବନ୍ଦ ରହିଥିବାରୁ ଶ୍ରଦ୍ଧାଳୁଭକ୍ତମାନେ ମଣିବାବାଙ୍କ ଦର୍ଶନ ପାଇଁ ଚାତକ ପରି ଚାହିଁ ରହିଥିଲେ। ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ମନ୍ଦିର ଖୋଲିବା ନେଇ ଜିଲାପାଳ…

ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ଏସ୍‌ଓପି ଜାରି, ୨୮ରୁ ୨ ଦିନ ସେବାୟତ ଓ ୩୦ ଓ ୩୧ରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦର୍ଶନ

ଜାନୁଆରି ୩ରେ ସର୍ବସାଧାରଣ କରିବେ ବାବାଙ୍କୁ ଦର୍ଶନ ଆରଡି: ମହାମାରୀ କରୋନା ପାଇଁ ଦୀର୍ଘ ୯ମାସରୁ ଉର୍ଦ୍ଧ୍ୱ ହେବ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ବନ୍ଦ ରହିଥିବାରୁ ଅଗଣିତ ଶ୍ରଦ୍ଧାଳୁଭକ୍ତ ବାବାଙ୍କ ଦର୍ଶନରୁ ବଞ୍ଚିତ ଥିଲେ। ଭକ୍ତଙ୍କ ଦର୍ଶନ ଓ ମନ୍ଦିର ଖୋଲିବା ପାଇଁ ବିଭିନ୍ନ ସଂଗଠନ…

ଜଗା ଦର୍ଶନ ପାଇଁ ନୂଆ ଏସ୍‌ଓପି ଜାରି, ପୂର୍ବ ଘୋଷଣା ସହ ନୂଆ କଟକଣା ଯୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ଦୀର୍ଘ ୯ ମାସ ପରେ ଖୋଲିଛି ଶ୍ରୀମନ୍ଦିର । ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ଏସଓପି ଜାରି କରାଯାଇଛି । ପୂର୍ବ ଘୋଷଣା ସହ ଆଉ କିଛି ଯୋଡିଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର ଭିତରେ ଦୀପ ଜାଳିବା ସଂପୂର୍ଣ୍ଣ ନିଷେଧ କରାଯାଇଛି । ଶ୍ରୀମନ୍ଦିର ଭିତରକୁ ଭୋଗ, ଫୁଲ, ଦୀପ ନେବା ମନା ।…

ଆଜି ଠାରୁ ଖୋଲିଲା ମା’ବୈଷ୍ଣୋ ଦେବୀଙ୍କ ମନ୍ଦିର ,ମା’ଙ୍କୁ ପ୍ରତିଦିନ ୨ହଜାର ଭକ୍ତ ଦର୍ଶନ କରିବେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୭/୦୮ : କରୋନା ମହାମାରୀ ପାଇଁ ବନ୍ଦ ଥିବା ମା’ବୈଷ୍ଣବୀ ଦେବୀଙ୍କ ମନ୍ଦିର ଆଜି ଠାରୁ ଭକ୍ତଙ୍କ ପାଇଁ ଖୋଲା ଯାଇଛି। ଜମ୍ମୁ-କାଶ୍ମୀର ପ୍ରଶାସନ ୧୬ ଅଗଷ୍ଟ ଅର୍ଥାତ ଆଜି ଠାରୁ ମା’ବୈଷ୍ଣବୀ ଦେବୀଙ୍କ ଯାତ୍ରା ଆରମ୍ଭ କରିବାକୁ ଅନୁମତି ପ୍ରଦାନ କରିଛି।…

ପାକିସ୍ତାନୀ ସ୍ପିନର ଦାନିଶ କାନେରିଆ ଅଯୋଧ୍ୟା ଆସି ରାମଲାଲାଙ୍କ ଦର୍ଶନ କରିବାକୁ ଚାହାନ୍ତି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୨/୦୮ : ପାକିସ୍ତାନର ପ୍ରତିବନ୍ଧିତ ଲେଗ୍ ସ୍ପିନର ଦାନିଶ କାନେରିଆ ରାମ ମନ୍ଦିର ଭୂମି ପୂଜନରେ ଖୁସି ବ୍ୟକ୍ତ କରି ସମଗ୍ର ଦୁନିଆ ପାଇଁ ଏହି ଦିନକୁ ଐତିହାସିକ ଆଖ୍ୟା ଦେଇଛନ୍ତି। କାନେରିଆ ରାମଲାଲାଙ୍କ ଦର୍ଶନ ପାଇଁ ଅଯୋଧ୍ୟା ଆସିବାକୁ ମଧ୍ୟ ଇଚ୍ଛା…
error: Content is protected !!
Open chat