ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ : ପୈତୃକ ସମ୍ପତ୍ତି ଉପରେ ଝିଅମାନଙ୍କର ମଧ୍ୟ ସମାନ ଅଧିକାର
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮ : ପୈତୃକ ସମ୍ପତ୍ତି ଉପରେ ଝିଅମାନଙ୍କର ସମାନ ଅଧିକାର ରହିଛି। ଏ ନେଇ ଆଜି ସୁପ୍ରିମ୍କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ହିନ୍ଦୁ ଉତ୍ତରାଧିକାର ଆଇନ ୨୦୦୫ ଅନୁସାରେ ପିତାଙ୍କ ମୃତ୍ୟୁ ପରେ ବି ଝିଅମାନଙ୍କର ବାପାଙ୍କ!-->…