Browsing Tag

december

ବଢୁଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା: ଡିସେମ୍ବର ୩୧ ଯାଏ ନାଇଟ କର୍ଫ୍ୟୁ ଅବଧି ବଢାଇଲା ଗୁଜରାଟ

ନୂଆଦିଲ୍ଲୀ ୨୦/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଡିସେମ୍ବର ୩୧ ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଅବଧି ବଢାଇଲେ ଗୁଜରାଟ ସରକାର । ଆଜି ୪ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି ଗୁଜରାଟ ସରକାର।  ରାତି ୧ଟାରୁ ସକାଳ ୫ଟା ଯାଏ ଏହି କର୍ଫ୍ୟୁ ଲାଗୁ ହୋଇଛି । ଗୁଜରାଟର…

ବ୍ୟାଙ୍କିଙ୍ଗ୍‌ ଲ ବିଲ୍‌କୁ ବିରୋଧ: ୧୬ ଏବଂ ୧୭ରେ ବ୍ୟାଙ୍କ ଧର୍ମଘଟ ଡାକରା

ମୁମ୍ବାଇ ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ବ୍ୟାଙ୍କିଙ୍ଗ୍‌ ଲ ବିଲ୍‌ ୨୦୨୧କୁ ଦେଶର ବ୍ୟାଙ୍କ କର୍ମଚାରୀଙ୍କ ସଙ୍ଗଠନଗୁଡ଼ିକ ବିରୋଧ କରୁଛନ୍ତି । ଏଭଳି ପ୍ରସଙ୍ଗକୁ ଆଧାର କରି ସଂଘଗୁଡ଼ିକ ପକ୍ଷରୁ ଡିସେମ୍ବର ୧୬ ଏବଂ ୧୭ ତାରିଖରେ ଧର୍ମଘଟ ଡାକରା ଦିଆଯାଇଛି । ୧୩ କମ୍ପାନି ଲାଗି ଦେଶର…

ରାଜନୀତିରେ ରଜନୀକାନ୍ତଙ୍କ ପ୍ରବେଶ

ଚେନ୍ନାଇ: ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ରାଜନୀତିରେ ପ୍ରବେଶ କରିଛନ୍ତି ଦକ୍ଷିଣ ଭାରତୀୟ ସୁପରଷ୍ଟାର ରଜନୀକାନ୍ତ। ସେ ରାଜନୀତିରେ ସକ୍ରିୟ ରହିବା ଲାଗି ଦଳ ଗଠନ କରିବେ ବୋଲି ଘୋଷଣା କରିଛନ୍ତି। ଆସନ୍ତା ୩୧ ତାରିଖରେ ସେ ଦଳ ସମ୍ପର୍କରେ ଘୋଷଣା କରିବେ ଏବଂ ନୂଆବର୍ଷରେ ଏହାର ଶୁଭାରମ୍ଭ…
error: Content is protected !!
Open chat