ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନା ସଂକ୍ରମିତ
ନୂଆଦିଲ୍ଲୀ ୧୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ଟ୍ୱିଟ ଯୋଗେ କହିଛନ୍ତି, ସେ ଘରେ ସଙ୍ଗରୋଧରେ ରହିଛନ୍ତି। ତାଙ୍କ ନିକଟରେ କରୋନାର କୌଣସି ବଡ ଲକ୍ଷଣ ନଥିବା!-->…