ଏଥର ଗୁଗଲ ଚୀନକୁ ଦେଲା ଜୋରଦାର ଝଟକା ! ! ଡିଲିଟ୍ କଲା ୨୫୦୦ ୟୁଟ୍ୟୁବ ଚ୍ୟାନେଲ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ /ଓ୍ବାଶିଂଟନ୍ ୦୭/୦୮: ଚାଇନାକୁ ପୁଣି ଏକ ବଡ଼ ଝଟ୍କା ଲାଗିଛି। ଗୁଗଲ ପକ୍ଷରୁ ଚାଇନାର ୨୫୦୦ ୟୁଟ୍ୟୁବ୍ ଚ୍ୟାନେଲ୍କୁ ଡିଲିଟ୍ କରିଛି। ଏପ୍ରିଲ୍ରୁ ଜୁନ୍ ମାସ ମଧ୍ୟରେ ଗୁଗଲ ପକ୍ଷରୁ ଏଭଳି କରାଯାଇଛି। ଏହି ଚ୍ୟାନେଲରେ ଭ୍ରମାତ୍ମକ ତଥ୍ୟ!-->…