ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍ତିଙ୍କ ଅଟକ ସମୟସୀମା ଆଉ ତିନି ମାସ ବଢ଼ିଲା
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୧/୦୮ : ଶୁକ୍ରବାର ଦିନ ଜମ୍ମୁ ଓ କଶ୍ମୀର ପ୍ରଶାସନ ‘ପବ୍ଲିକ୍ ସେଫ୍ଟି ଆକ୍ଟ୍’ରେ ‘ପିପୁଲ୍ସ୍ ଡେମୋକ୍ରାଟିକ୍ ପାର୍ଟି’ର ମୁଖ୍ୟ ତଥା ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍ତିଙ୍କ ଅଟକ ସମୟସୀମା ପୁଣି ତିନି ମାସ ବଢ଼ାଇ!-->…