ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାକୁ କାର୍ଯ୍ୟକ୍ଷମ କରାଇବାରେ ରାଜ୍ୟ ସରକାର ବିଫଳ : ଦିଲୀପ ମହାନ୍ତି
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୧/୦୮ : ରାସ୍ତା ପାର୍ଶ୍ୱ ଉଠା ଦୋକାନୀମାନଙ୍କୁ (ଷ୍ଟ୍ରିଟ୍ ଭେଣ୍ଡର)ବୀମାଭୃକ୍ତ କରାଇପ୍ରିମିୟମ ରାଶି ରାଜ୍ୟସରକାର ଦେବା ପାଇଁ ବିଜେପି ପକ୍ଷରୁ ଚଳିତ ମାସ ୨୪ ତାରିଖରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ଦାବି କରାଯାଇଥିଲା। ଏହାର ଜବାବରେ ସରକାରୀ!-->…