ଆସନ୍ତା ୧୧ରେ ଅଣକୋଭିଡ ସେବା ବନ୍ଦ କରିବେ ଡାକ୍ତର, ଭାରତୀୟ ଶଲ୍ୟ ଚିକିତ୍ସକ ସଂଘର ଆନ୍ଦୋଳନ ଡ଼ାକରା
ଆୟୁର୍ବେଦ ଡାକ୍ତର ଅସ୍ତ୍ରୋପଚାର କରିବା ନେଇ କେନ୍ଦ୍ର ସରକାରଙ୍କ ବିଜ୍ଞପ୍ତିକୁ ବିରୋଧ, ସାମିଲ ହେବ ଓଡ଼ିଶା
ଭୁବନେଶ୍ବର: ନଭେମ୍ବର ୧୯ରେ ଆୟୁର୍ବେଦ ଡାକ୍ତରଙ୍କୁ ସାଧାରଣ ଅସ୍ତ୍ରୋପଚାର କରିବା ନିମନ୍ତେ ଆଇନସମ୍ମତ ଅନୁମତି ଦିଆଯିବ ବୋଲି କେନ୍ଦ୍ର ସରକାର ଏକ ଗେଜେଟ୍ ବିଜ୍ଞପ୍ତି!-->!-->!-->…