କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ ବଡ଼ ଘୋଷଣା : ସବୁ ଭାରତୀୟଙ୍କୁ ମାଗଣା କରୋନା ଟିକା
ନୂଆଦିଲ୍ଲୀ: କରୋନା ଭୂତାଣୁ ବିରୋଧରେ ଶେଷ ଲଢ଼େଇ ପାଇଁ ଭାରତ ନିଜକୁ ପ୍ରସ୍ତୁତ କରୁଛି। ଦେଶରେ ଜରୁରିକାଳୀନ ପରିସ୍ଥିତିରେ କରୋନା ଟିକାର ବ୍ୟବହାର ପାଇଁ ଭ୍ୟାକ୍ସିନକୁ ସରକାର ଅନୁମତି ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ବିଶ୍ଵର ସବୁଠୁ ବଡ଼ ଟିକାକରଣ ଅଭିଯାନ ଚଳାଇବା ଲାଗି କେନ୍ଦ୍ର ସରକାର!-->…