Browsing Tag

due

ୟୁପିକୁ ଫେରିଲା ଲାଗିଲା ନାଇଟ୍‍ କର୍ଫ୍ୟୁ

ଲକ୍ଷ୍ନୌ ୨୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ପୁଣି ଉତ୍ତର ପ୍ରଦେଶକୁ ଫେରିଲା ନାଇଟ୍‍ କର୍ଫ୍ୟୁ । । ଉତ୍ତରପ୍ରଦେଶ ସରକାର ପ୍ରଥମ ପର୍ୟ୍ୟାୟରେ ନାଇଟ୍ କର୍ଫ୍ୟୁ ଜାରି କରିଛନ୍ତି। ଦେଶରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନାଇଟ୍‍ କର୍ଫ୍ୟୁ ଲଗାଇଛନ୍ତି ଉତ୍ତର ପ୍ରଦେଶ ସରକାର ।…

ଭାରତ ବନ୍ଦ ଯୋଗୁଁ ଜାନୁଆରି ୨କୁ ଘୁଞ୍ଚିଲା ଓଡ଼ିଶା ପ୍ରଶାସନିକ ସେବା ମୁଖ୍ୟ ପରୀକ୍ଷା

ଭୁବନେଶ୍ୱର : କୃଷି ଆଇନକୁ ବିରୋଧ କରି କୃଷକ ସଂଗଠନଗୁଡ଼ିକଭାରତ ବନ୍ଦ ଡକରା ଦେଇଥିବାରୁ ଆସନ୍ତାକାଲି ହେବାକୁ ଥିବା ଓଡ଼ିଶା ପ୍ରଶାସନିକ ସେବା (ମୁଖ୍ୟ) ପରୀକ୍ଷାକୁ ଜାନୁଆରି ୨ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଆଜି ଜାରି ଏକ…

ରାଜ୍ୟରେ କରୋନା ମହାମାରୀ ସଂକ୍ରମିତ ସଂଖ୍ୟା ବଢୁଥିବା ଲକ୍ଷ୍ୟ କରି OJEE ପରୀକ୍ଷା ସ୍ଥଗିତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୮/୦୯:ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସ୍ଥଗିତ ହୋଇଛି । ଆସନ୍ତା ୯ ତାରିଖ (ବୁଧବାର)ରୁ ୧୫ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହୋଇଥାଆନ୍ତା । କିନ୍ତୁ ରାଜ୍ୟରେ କରୋନା ମହାମାରୀରେ ଦିନକୁ ଦିନ ସଂକ୍ରମିତ ସଂଖ୍ୟା ବଢୁଥିବା ଲକ୍ଷ୍ୟ…

କଟକ ପୁଲିସ୍‌ର ପ୍ରଥମ କରୋନା ମୃତ୍ୟୁ : ଆଖି ବୁଜିଲେ କନଷ୍ଟେବଳ ଦିବାକର ସେଠୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୦୭/୦୯: ପ୍ରଥମ ଥର ପାଇଁ କଟକ କମିସନରେଟ୍‌ ପୁୁଲିସ୍‌ରେ ମୁଣ୍ଡ ନେଇଛି କରୋନା । କଟକରେ କରୋନା ମୁକାବିଲାରେ ନିୟୋଜିତ ଲାଲବାଗ ଥାନା କନେଷ୍ଟବଳ ଦିବାକର ସେଠୀ (୫୦) ଶେଷରେ କରୋନା ସଂକ୍ରମଣରେ ଆଖି ବୁଜିଛନ୍ତି । କରୋନା ଯୋଦ୍ଧା ଦିବାକର ସଂକ୍ରମିତ ହେବା ପରେ…
error: Content is protected !!
Open chat