କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି : ସରକାରୀ ସ୍କୁଲରେ ପାଠ ପଢିଲେ ଡାକ୍ତରୀ ଓ ଇଂଜିନୟରିଂ ପାଇଁ ସଂରକ୍ଷଣ
ଭୁବନେଶ୍ବର : ଚଳିତ ବର୍ଷର ଶେଷ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।
ସରକାରୀ ସ୍କୁଲରେ ପାଠ ପଢିଲେ ଉଚ୍ଚ ଶିକ୍ଷା ପାଇଁ ସଂରକ୍ଷଣ!-->!-->!-->…