Browsing Tag

education minister

ଜୁନ୍ ଶେଷ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ବାହାରିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର ୧୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : କେବେ‌ ମାଟ୍ରିକ୍‌ ଫଳାଫଳ ପ୍ରକାଶ ପାଇବ ସେ ନେଇ ପରୀକ୍ଷାର୍ଥୀଙ୍କ ମନରେ ଯେଉଁ ଉତ୍ସୁକତା ରହିଥିଲା। ଏବେ ତାହା ଖୁବ୍‌ ଶୀଘ୍ର ଶେ‌ଷ ହେବାକୁ ଯାଉଛି। ଚଳିତ ଜୁନ୍ ମାସ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ରହିଛି।…

ପ୍ରତି ବିଷୟରେ ୮୦ ମାର୍କର ହେବ ମାଟ୍ରିକ୍‌ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର ୩।୧ : ଆସନ୍ତା ମେ’ ୩ରେ ମାଟ୍ରିକ ପରୀକ୍ଷା । ପ୍ରତି ବିଷୟରେ ୧୦୦ ମାର୍କ ବଦଳରେ ୮୦ ମାର୍କର ହେବ ପରୀକ୍ଷା । ପରୀକ୍ଷା ସରିବାର ୪୫ରୁ ୫୦ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ତେବେ ସ୍କୁଲ ଖୋଲିବା ପରେ ହଷ୍ଟେଲ ପିଲାଙ୍କ…
error: Content is protected !!
Open chat