ଅନ୍ତର୍ଜାତୀୟ ହକି ଖେଳାଳି ନମିତା ଟପ୍ପୋ ପାଇଲେ ଏକଲବ୍ୟ ପୁରସ୍କାର
ଭୁବନେଶ୍ୱର: ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ମହିଳା ହକି ଖେଳାଳି ନମିତା ଟୋପ୍ପୋ ମର୍ଯ୍ୟାଦାଜନକ ଏକଲବ୍ୟ ପୁରସ୍କାର ମିଳିଛି। ଖେଳ ଜୀବନରେ ତିନିଟି ପ୍ରମୁଖ ଅନ୍ତର୍ଜାତୀୟ ପଦକ ବିଜୟିନୀ ନମିତାଙ୍କୁ ରବିବାର ୨୮ତମ ସଂସ୍କରଣ ବିଜେତା ଭାବେ ଏହି ପୁରସ୍କାର ଦିଆଯାଇଛି। କରୋନା ଭାଇରସ ମହାମାରୀ!-->…