ଭୁବନେଶ୍ବର ଓ କଟକରେ ସବୁ ଶନିବାର ସରକାରୀ ଅଫିସ୍ ଛୁଟି, ୫୦% କର୍ମଚାରୀଙ୍କୁ ନେଇ ଚାଲିବ ଅଫିସ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯:ସେପ୍ଟେମ୍ବର ମାସରେ ପ୍ରତ୍ୟେକ ଶନିବାର ସରକାରୀ ଅଫିସ୍ ଛୁଟି ରହିବ। ବାକି ଦିନରେ ଭୁବନେଶ୍ବର ଓ କଟକରେ ସମସ୍ତ ଅଫିସ୍ ଖୋଲା ରହିବ। ହେଲେ ୫୦% କର୍ମଚାରୀଙ୍କୁ ନେଇ କାମ ହେବ। ଗ୍ରୁପ୍ ଏ ଅଧିକାରୀମାନେ ଅଫିସ୍ ଆସିବା ସହ କେଉଁ ୫୦% କର୍ମଚାରୀ!-->…