କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ : ରାଜ୍ୟ ଶକ୍ତିମନ୍ତ୍ରୀଙ୍କ ଅଞ୍ଚଳରେ ସ୍ୱାଧୀନତାର ୭୪ବର୍ଷ ପରେ ମଧ୍ୟ ବିଜୁଳି ଆଲୁଅ…
ଧର୍ମଗଡ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୯/୦୮ : ଆଉ ଦିନ କେଇଟା ପରେ ସାରା ଦେଶ ଆମର ସ୍ଵାଧିନତା ଦିବସ ପାଳନ କରିବାକୁ ଯାଉଛି, କିନ୍ତୁ ବିଡମ୍ବନା ଯେ, ଆଜି ସ୍ୱାଧିନତାର ପ୍ରାୟ ୭୪ ବର୍ଷ ପରେ ମଧ୍ୟ ଆମ ରାଜ୍ୟର କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଅଧିନସ୍ଥ ଡ଼ୁମେରଗୁଡା ପଞ୍ଚାୟତର ବୋର୍ଡିପଡା!-->…