Browsing Tag

exam

ନିର୍ଦ୍ଧାରିତ ସମୟରେ ହେବ ୟୁପିଏସସି ମେନ୍ସ ପରୀକ୍ଷା: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ ୦୬/୦୧/୨୦୨୨ କଳିଙ୍ଗ ଜ୍ୟୋତି : କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସସି) ମେନ୍ସ ପରୀକ୍ଷାର କାର୍ଯ୍ୟସୂଚୀ ଅପରିବର୍ତ୍ତିତ ରହିବ। ନିର୍ଦ୍ଧାରିତ ତାରିଖରେ ପରୀକ୍ଷା ହେବ ବୋଲି ଆଜି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ୟୁପିଏସସି ନିଯୁକ୍ତି ମୁଖ୍ୟ ପରୀକ୍ଷା ଜାନୁଆରି ୭ ରୁ ୧୬…

ଆଜିଠୁ ଯୁକ୍ତ ତିନି ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା ଆରମ୍ଭ

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୨-୦୯-୨୦ : କରୋନା କଟକଣା ଭିତରେ ଆଜିଠୁ ଆରମ୍ଭ ହେଉଛି ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ଯୁକ୍ତ ତିନି ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା। କିଛି ଶିକ୍ଷାନୁଷ୍ଠାନ ଅନଲାଇନ୍ ଯୋଗେ ପରୀକ୍ଷା କରୁଥିବା ବେଳେ କିଛି ଅଫ୍ ଲାଇନ୍ ଯୋଗେ…

ଅନଲକ ୪.୦ : କେଉଁଗୁଡ଼ିକୁ ଅନୁମତି ମିଳିବ ? ୧ରୁ ଯାତ୍ରୀବାହୀ ବସ ଚଳାଚଳକୁ ଅନୁମତି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯ : କେନ୍ଦ୍ର ସରକାର ଅନଲକ ୪.୦ ଲାଗି ଗାଇଡଲାଇନ ଜାରି କରିବାର ଦିନକ ପରେ ରାଜ୍ୟ ସରକାର ଅନଲକ ୪.୦ ପାଇଁ ଗାଇଡଲାଇନ ଜାରି କରିଛନ୍ତି । ଏହି ଗାଇଡଲାଇନ ଅନୁସାରେ ରାଜ୍ୟ ସରକାର ରାଜ୍ୟରେ କଟକଣାକୁ କିଛିଟା କୋହଳ କରିଛନ୍ତି । ନିମ୍ନ…
error: Content is protected !!
Open chat