ଭାରତ ବନ୍ଦ ଯୋଗୁଁ ଜାନୁଆରି ୨କୁ ଘୁଞ୍ଚିଲା ଓଡ଼ିଶା ପ୍ରଶାସନିକ ସେବା ମୁଖ୍ୟ ପରୀକ୍ଷା
ଭୁବନେଶ୍ୱର : କୃଷି ଆଇନକୁ ବିରୋଧ କରି କୃଷକ ସଂଗଠନଗୁଡ଼ିକଭାରତ ବନ୍ଦ ଡକରା ଦେଇଥିବାରୁ ଆସନ୍ତାକାଲି ହେବାକୁ ଥିବା ଓଡ଼ିଶା ପ୍ରଶାସନିକ ସେବା (ମୁଖ୍ୟ) ପରୀକ୍ଷାକୁ ଜାନୁଆରି ୨ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି ।
ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଆଜି ଜାରି ଏକ!-->!-->!-->!-->!-->…